ଆମ ଜିଲା ଖବର

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭…

7 years ago

ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା…

7 years ago

ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର ରାତିରେ…

7 years ago

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ…

7 years ago

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା

ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ…

7 years ago

କାମରେ ଆସୁନି ସ୍ଲୁଇସ୍‌ ଗେଟ୍‌

ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍‌ଗେଟ୍‌ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ…

7 years ago

ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟା ସୁଦ୍ଧା ୬୪୦.୦୬ ମିଟର: ୨ଟି ଗେଟ୍‌ ଖୋଲା

ତେନ୍ତୁଳିଖୁଣ୍ଟି,୧୦।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳ ପତ୍ତନ ଶନିବାର ସନ୍ଧ୍ୟାସୁଦ୍ଧା ୬୪୦.୦୬ ରହିଛି। ବର୍ତ୍ତମାନ ୨ ଓ ୬ ନଂ.ଗେଟ୍‌ ଦେଢ଼ ମିଟର ଲେଖାଏ ଖୋଲାରହିଛି।…

7 years ago

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୧୦।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ସରପଞ୍ଚ ଛବିଲତା ନାୟକ ପୌରୋହିତ୍ୟ କରିଥିବାବେଳେ…

7 years ago

ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ ସୁନ୍ଦରାବସ୍ତି…

7 years ago

ଏସ୍‌କେଡି କେନ୍ଦ୍ର ପରିଦର୍ଶନ ସମୟରେ ଦିବ୍ୟାଙ୍ଗଙ୍କୁ ଜୋତା ପିନ୍ଧାଇଲେ ମନ୍ତ୍ରୀ

ଟିଟିଲାଗଡ଼,୧୦।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଥିବା ଏସ୍‌କେଡି କେନ୍ଦ୍ରକୁ ଶନିବାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପରିଦର୍ଶନ କରିଛନ୍ତି। ଏହି ସମୟରେ…

7 years ago