କେନ୍ଦୁଝର, ୧୨ା୭(ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ବହୁ ପ୍ରାକୃତିକ ଝରଣା ଏବଂ ଜଳପ୍ରପାତ ରହିଛି ା ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଲୋପ ପାଇବାକୁ ବସିଛି ା ଏଭଳି…
ବନ୍ତ, ୧୨।୭(ଡି.ଏନ.ଏ.) - କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା…
ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ ତ୍ରିଲୋଚନ…
ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି…
ପୁରୁଷୋତ୍ତମପୁର ୧୧ା୭(ଡି.ଏନ୍.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଜିଲା ମୁଖ୍ୟ ବିଚାରପତି (ସିଜେଏମ୍) ପ୍ରଜ୍ଞା ପରମିତା ରାଉଳ ପରିଦର୍ଶନରେ ଆସିଥିଲେ। ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ…
ବ୍ରହ୍ମପୁର ଅଫିସ,୧୧ା୭-ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ସତ୍ୟ ଶ୍ରୀଗୁଣ୍ଡିଚା ଅବସରରେ ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାରର ବିଶ୍ୱର ସବୁଠାରୁ…
ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ…
ମୁନିଗୁଡା, ୧୧ା୭(ଡ଼ି.ଏନ.ଏ)- ରାୟଗଡା ଜିଲା କୁମୁଡାବାଲି ବ୍ଲକ ମୁନିଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବୁଧବାର ରାତିରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ ମୃତ୍ୟୁ…
ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ ଜଳ…