ଆମ ଜିଲା ଖବର

ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ

କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର,…

7 years ago

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ…

7 years ago

ସାତ୍‌ସପନ ହେଇଛେ ପକାଘର:ଭଂଗା କୁରିଆରେ ବିତୁଛେ ୪ ପରାନୀର ଜୀବନ୍‌

ପୁରୁଣାକଟକ, ୯ା୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଲଘୁଚାପ ବରଷା ଲାଗିରହିଛେ। ବରଷାରେ ପୁରୁଣାକଟକ ଗଁାର ତଳସାହିର ବିଶ୍ୱନାଥ ବେହେରାକଁର ଘରର କଁାଥି ଭାଂଗିଯାଇଛେ। ହେଲେ ସଉଭାଏଗ୍‌କେ…

7 years ago

ଗାଁ ଦାଣ୍ଡରେ ଶାଶୁଙ୍କୁ ଘୋଷାଡ଼ି ପିଟିଲେ ବୋହୂ

ପରଜଙ୍ଗ, ୯।୮(ଡି.ଏନ.ଏ.)-ଢେଙ୍କାନାଳ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଗ୍ରାମର ଜଣେ ମହିଳା ତାଙ୍କ ବୃଦ୍ଧା ଶାଶୁଙ୍କୁ ଗଁା ଦାଣ୍ଡରେ ଘୋଷାଡ଼ି ନିସ୍ତୁକ ମାଡ଼ ମାରୁଥିବା ଭିଡ଼ିଓ…

7 years ago

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର…

7 years ago

ମୃତଦେହ ଦାହ ପାଇଁ ହଇରାଣ ହେଉଛନ୍ତି ସହରବାସୀ: ଶ୍ମଶାନ, ବିଦ୍ୟୁତ୍‌ ଚୁଲା ବ୍ୟବସ୍ଥା ଦାବି

ଅନୁଗୋଳ ଅଫିସ, ୯।୮-ଅନୁଗୋଳ ସହରରେ ନାହିଁ ଶ୍ମଶାନ ସୁବିଧା। ଅଧିକାଂଶ ଶ୍ମଶାନ ଜମିକୁ ଜବରଦଖଲକାରୀ ମାଡ଼ି ବସିଥିବାବେଳେ ଅନେକ ଅବହେଳିତ ହୋଇ ପଡ଼ିରହିଛି। ହେମସୁରପଡ଼ାରେ ପୌରପାଳିକାର ଶ୍ମଶାନ…

7 years ago

ରାଇଗୋଡ଼ା ଗ୍ରାମ ପୁନଃସ୍ଥାପନ କାର୍ଯ୍ୟ ସମୀକ୍ଷା: ୨୦ ମଧ୍ୟରେ ମିଳିବ ଅନୁକମ୍ପା ଅର୍ଥ

ଅନୁଗୋଳ ଅଫିସ, ୯।୮-ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସାରୁଆଳିକୁ ବିସ୍ଥାପିତ ହୋଇଥିବା ନୂଆ ରାଇଗୋଡ଼ା ଗ୍ରାମବାସୀଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଅଗ୍ରଗତିର…

7 years ago

ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ

ବଅଁରପାଳ,୯।୮ (ଡିି.ଏନ୍‌.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ…

7 years ago

ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ

ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ…

7 years ago

ଶହୀଦ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲିଗୁଡା,୯ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ବାଲିଗୁଡା ନୂଆସାହିରର ଜଣେ ବିଏସ୍‌ଏଫ୍‌ ଯବାନ ପଶ୍ଚିମବଙ୍ଗର ଶାନ୍ତିନଗର ବାଲାଂଦେଶ ବର୍ଡରରେ କର୍ତ୍ତବ୍ୟରତ ସମୟରେ ସହୀଦ ହୋଇଛନ୍ତି। ସେ ହେଲେ ନୂଆସାହିର ବିଜୟ କୁମାର…

7 years ago