ଆମ ଜିଲା ଖବର

ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା

ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ ନାନା…

7 years ago

ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ ୨୬…

7 years ago

ବିରଳ ଅହିରାଜକୁ ଗୁଳି କରି ଶିକାର

ବନ୍ତଳା,୧୦।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆ ପାଣ୍ଡୁରୀଶୁଣି ପାହାଡ଼ରେ ବୁଧବାର ସକାଳେ ଏକ ବିରଳ ପ୍ରଜାତିର ଅହିରାଜକୁ ଗୁଳି କରି ଶିକାର କରିଛନ୍ତି ଶିକାରୀ। ଅହିରାଜର…

7 years ago

ଶ୍ରେଣୀଗୃହ ନାହିଁ, ବାରଣ୍ଡାରେ ଚାଲିଛି ପାଠପଢ଼ା

ଝରିଗାଁ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ଗୋମିଓଡ଼ା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପିଲାମାନେ ପାଠ ପଢୁଛନ୍ତି। ୧୯୮୦ ମସିହାରେ ଗୋମିଓଡ଼ା…

7 years ago

ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ହଟଗୋଳ

କୋଳିମାଟି,୧୦।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତରେ ପିଡିଏସ୍‌ ଚାଉଳ ବଣ୍ଟନକୁ ନେଇ ବୁଧବାର ଅପରାହ୍ନରେ ହଟଗୋଳ ହୋଇଛି। ପ୍ରଥମ ଦିନ ଚାଉଳ ବଣ୍ଟନ କରାଯାଇଥିବାବେଳେ…

7 years ago

ବର୍ଷା ଅଭାବ : ଚାଷକାର୍ଯ୍ୟ ପ୍ରଭାବିତ, ଚିନ୍ତାରେ ଚାଷୀ

ହିଞ୍ଜିଳିକାଟୁ,୧୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହଞ୍ଜିଳିକାଟୁ ବ୍ଲକ ଓ ମ୍ୟୁନିସପାଲଟି ଅଞ୍ଚଳରେ ଜୁନ୍‌ରୁ ମୌସୁମୀ ବର୍ଷା ଆଶା ଠାରୁ ଯଥେଷ୍ଟ କମ୍‌ ହୋଇଛି। ଅନିୟମିତ ବର୍ଷା ଫଳରେ ମୁଖ୍ୟତଃ…

7 years ago

ତାଳସାରୀ ମେରାଇନ୍‌ ଥାନାରେ ୨ ବଙ୍ଗୀୟ ଯୁବତୀ ଅଟକ, ବୟାନ ବଦଳାଉଥିବାରୁ ଫିଟୁନି ଗୁମର

ଭୋଗରାଇ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ସାହାବାଜିପୁରସ୍ଥିତ ଏକ ଗେଷ୍ଟହାଉସ୍‌ରୁ ୨ ବଙ୍ଗୀୟ ଯୁବତୀଙ୍କୁ ସ୍ଥାନୀୟ ଯୁବକମାନେ ଧରି ତାଳସାରୀ ମେରାଇନ ଥାନାରେ ଜିମା ଦେଇଛନ୍ତି। ଉକ୍ତ…

7 years ago

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌ ଉପରେ…

7 years ago

ନୀଳଗିରି ଉପକାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସଜନାଗଡ,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜେଲ ଉପକାରାଗାରରେ ବୁଧବାର ଜଣେ ବିଚାରାଧୀନ କଏଦୀଙ୍କର ମୃତ୍ୟୁ ଘଟିଛି। ସେ ହେଲେ ହାଡ଼ିବନ୍ଧୁଙ୍କ ପୁଅ ପାଗୁଲୁ ଖଣ୍ଡେଇ(୨୫)। ସୂଚନା ମୁତାବକ,…

7 years ago

ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି। ତେଣୁ…

7 years ago