ଆମ ଜିଲା ଖବର

ବିଦ୍ୟାଳୟରେ ବାଘ ଆତଙ୍କ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୧୦।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡା ପଞ୍ଚାୟତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସରରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋରରେ ବିଦ୍ୟାଳୟର କୁକ୍‌ କମ୍‌ ଆଟେଣ୍ଡାଣ୍ଟଙ୍କ…

7 years ago

ଚାଷର ବିକାଶ ହେଉନି, ଗାଁ ଛାଡୁଛନ୍ତି ଚାଷୀ

ଛତ୍ରପୁର,୧୦ା୭(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀ ଓ ଚାଷର ବିକାଶ ହୋଇପାରୁନି। ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଦାଉ ସାଧୁଛି। ଅନ୍ୟପଟେ ଚାଷ ପାଇଁ ଜଳସେଚନ ଅଭାବ ରହିଛି। ଫସଲ ବାବଦରେ…

7 years ago

ଶୀଘ୍ର ମିଳିବ କୋଠା ନିର୍ମାଣ ଅନୁମତି

ବ୍ରହ୍ମପୁର ଅଫିସ୍‌,୧୦ା୭-ବ୍ରହ୍ମପୁର ମହାନଗର ନିଗମ୍‌(ବିଏମ୍‌ସି) ଏବଂ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡ଼ିଏ) ମଧ୍ୟରେ ଏକ ସଚେତନତା ବୈଠକ ମଙ୍ଗଳବାର ବିଡ଼ିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କମିଶନର୍‌…

7 years ago

ଏଜେଣ୍ଟ, ଗ୍ରାହକଙ୍କୁ ମିଳୁନି ମାଚୁରିଟି ଟଙ୍କା

ବ୍ରହ୍ମପୁର ଅଫିସ,୧୦ା୭-ସାହାରା ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା ଏଜେଣ୍ଟ(କ୍ଷେତ୍ର କର୍ମଚାରୀ) ଓ ଜମାକାରୀଙ୍କୁ ଦୀର୍ଘ ମାସ ଧରି ମିଳିନି ମାଚୁରିଟି, ଏମ୍‌ଆଇଏସ (ମାସିକ ଇନ୍‌କମ…

7 years ago

ପାହାଡ଼ରେ ସିଡ୍‌ବଲ୍‌ ମାଧ୍ୟମରେ ହେବ ମଞ୍ଜି ରୋପଣ

ବ୍ରହ୍ମପୁର ଅଫିସ,୧୦ା୭-ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଗଞ୍ଜାମ ଜିଲା। କିନ୍ତୁ ଏବେ ଏହାର ସୌନ୍ଦର୍ଯ୍ୟ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି। ପଥର, ମାଟି ସଂଗ୍ରହ ସମେତ ଅନ୍ୟାନ୍ୟ କାରଣରୁ…

7 years ago

ଛୁରି ଭୁସି ମହିଳାଙ୍କୁ ହତ୍ୟା

ଯୋଡ଼ା, ୯।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ହାତିମରା ଗାଁର ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମଙ୍ଗଳବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଏହି…

7 years ago

ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ ବହୁ…

7 years ago

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ…

7 years ago

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର।…

7 years ago

ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର

ବସ୍ତା, ୧୦।୭(ସ୍ବ.ପ୍ର.)-ବସ୍ତା ରେଳଷ୍ଟେଶନ ଉପରେ ଦୈନନ୍ଦିନ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ୫ଟି ବ୍ଲକର ହଜାର ହଜାର ଲୋକ ନିର୍ଭର କରୁଛନ୍ତି। ବସ୍ତା ରେଳଷ୍ଟେଶନ ଆଦର୍ଶ ରେଳଷ୍ଟେଶନର…

7 years ago