ଆମ ଜିଲା ଖବର

ମିଳିନାହିଁ ୨୦୧୬ ଖରିଫ ଫସଲକ୍ଷତିର କ୍ଷତିପୂରଣ: ବୀମା ପାଇଁ ଆସି ନିରାଶରେ ଫେରିଲେ ଚାଷୀ

ବରଗଡ଼ ଅଫିସ୍‌,୯।୭- ବରଗଡ଼ ଜିଲାରେ ୨୦୧୯ ଖରିଫ ଫସଲ ଚାଷକାର୍ଯ୍ୟ ଜୋର୍‌ ଧରିଛି । ହେଲେ ଏ ପର୍ଯ୍ୟନ୍ତ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ୧୩ଟି…

7 years ago

ସାପ କାମୁଡାରେ ମହିଳା ମୃତ

ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି ସୋରେନ୍‌(୪୨)।…

7 years ago

ରେଳଧାରଣା ପାର ହେବା ବେଳେ ପିଟିଲା ମାଲବାହୀ ଟ୍ରେନ୍‌: ଯୁବକ ମୃତ

ମୁନିଗୁଡ଼ା, ୯।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳଷ୍ଟେଶନରେ ମଙ୍ଗଳବାର ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁନିଗୁଡ଼ା ସୁଣ୍ଡିସାହିର ଠାକୁର ବେହେରା। ପ୍ରକାଶ…

7 years ago

ବସୁନ୍ଧରା ଯୋଜନାରେ ଆନନ୍ଦପୁର ବ୍ଲକର ୫୫ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ ଆୟୋଜିତ…

7 years ago

ବିଷାକ୍ତ ଛତୁ ଖାଇ ୬ ଅସୁସ୍ଥ

ସୁନ୍ଦରଗଡ଼, ୯।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଗ୍ରାମପଞ୍ଚାୟତ ଦାଣ୍ଡପାଣି ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ୬ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କିଂଜିରିକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

7 years ago

ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାଘ ଆତଙ୍କ: ବନ ବିଭାଗ ଏବଂ ମଙ୍ଗଳ ବିଭାଗର ତଦନ୍ତ,ତୁରନ୍ତ ବାଘକୁ ଚିହ୍ନଟ କରିବାକୁ ଦାବି

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରଗୁଡ଼ା ପଞ୍ଚାୟତରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସର ମଧ୍ୟରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋର…

7 years ago

ଆଜି ପବିତ୍ର ତାରିଣୀ ବ୍ରତ: ଜଗନ୍ନାଥଙ୍କୁ ପୂଜା କରି ବ୍ରତ ଧାରଣ କଲେ ଶତାଧିକ ମହିଳା

ଢେଙ୍କିକୋଟ,୯।୭(ଡି.ଏନ୍‌.ଏ.): ମଙ୍ଗଳବାର ପବିତ୍ର ତାରିଣୀ ବ୍ରତ। କେନ୍ଦୁଝର ଜିଲାର ଆରାଧ୍ୟା ମା’ ତାରିଣୀଙ୍କ ଏହି ବ୍ରତ ପ୍ରତିବର୍ଷ ରଥଯାତ୍ରା ଓ ବାହୁଡ଼ା ଯାତ୍ରା ମଝିରେ ପଡ଼ିଥାଏ। ଏହି…

7 years ago

ସୁକୁମାରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛିି। ଏଥିରେ ଜଣେ ମହିଳା ମାଓବାଦୀଙ୍କ…

7 years ago

ସାବେରୀ ନଦୀରେ ଭାସି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛତିଶଗଡ଼ ପଡିଆ ଥାନା ଅଞ୍ଚଳ ସାବେରୀ ନଦୀ କୂଳରେ ଥିବା ସିଙ୍ଗାଣିଗୁଡ଼ା ଗ୍ରାମର ଲାକା ପଡ଼ିଆମି ନଦୀରେ ଭାସି ଯାଇ ନିଖୋଜ ଥିଲେ।…

7 years ago

ତହସିଲଦାର ସଫା କଲେ କାର୍ଯ୍ୟାଳୟ ପରିସର

ଶେରଗଡ଼,୯।୭(ଡି.ଏନ.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲ କାର୍ଯ୍ୟାଳୟ ପରିସରକୁ ମଙ୍ଗଳବାର କର୍ମଚାରୀମାନେ ମିଶି ସଫା କରିଛନ୍ତି। ଏହାକୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ସଫା କରୁଥିବା…

7 years ago