ଆମ ଜିଲା ଖବର

ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ

ବାଲେଶ୍ୱର ଅଫିସ,୬ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ…

7 years ago

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ : ୪ ମାଓବାଦୀ ନିହତ

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ଧମତରି ଜିଲା ଗମେଚକା ଥାନା ଅଞ୍ଚଳରେ ଶନିବାର ସକାଳେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ…

7 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ଗୋରୁ ମୃତ

ପବିତ୍ରନଗର,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ପଞ୍ଚାୟତ ବୁଲାଝର ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ଗୋରୁଙ୍କ ମୃତ୍ୟୁ ଘଟିଛି। ସମସ୍ତ ଗୋରୁ ଗ୍ରାମର ପରମାନନ୍ଦ…

7 years ago

ନର୍ଲା ନବୋଦୟ ବିଦ୍ୟାଳୟରୁ ଛାତ୍ର ନିଖୋଜ: ଥାନାରେ ମାମଲା ରୁଜୁ

ଭବାନୀପାଟଣା, ୬।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ…

7 years ago

ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ…

7 years ago

ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି।…

7 years ago

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ…

7 years ago

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି…

7 years ago

ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ ରାସ୍ତା…

7 years ago

ବରସାହି କୋଠଘରେ ଅଗ୍ନିକାଣ୍ଡ

ଛେଣ୍ଡିପଦା,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ…

7 years ago