ଆମ ଜିଲା ଖବର

କେନ୍ଦୁଝର ସଦରଥାନା ଅଞ୍ଚଳରେ ଟ୍ରକ୍‌-ହାଇଓ୍ବା ଦୁର୍ଘଟଣା: ଜଣେ ମୃତ

କେନ୍ଦୁଝର:୬।୭ (ସ୍ବ.ପ୍ର.): କେନ୍ଦୁଝର ସଦରଥାନା ଅନ୍ତର୍ଗତ ବାଲିଆ ଗୋଡ଼ା ଛକ ନିକଟରେ ଶନିବାର ସକାଳ ପ୍ରାୟ ୬ଟାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ ବୋଝେଇ ଟ୍ରକ(ଓଡି-୦୪-ଏଚ୪୩୧୩)…

7 years ago

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ - ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି…

7 years ago

ଢେଙ୍କାନାଳରେ ହିମାଚଳ ପ୍ରଦେଶ ଅଧିକାରୀ: ଛତୁ ଫାର୍ମ ବୁଲିଲେ, ଚାଷୀଙ୍କୁ ଉତ୍ସାହିତ କଲେ

ଢେଙ୍କାନାଳ ଅଫିସ, ୬ା୭ - ହିମାଚଳ ପ୍ରଦେଶ ସୋଲାନ ଛତୁ ଗବେଷଣା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବେଦ ପ୍ରକାଶ ଶର୍ମା ଶୁକ୍ରବାର ଢେଙ୍କାନାଳ ଜିଲାରେ ଛତୁ ଚାଷ…

7 years ago

ଜୁନ୍‌ରେ ହୋଇଛି କମ୍‌ ବର୍ଷା : ଚିନ୍ତାରେ ତାଳଚେର କୃଷି ଜିଲା ଚାଷୀ

ତାଳଚେର, ୬ା୭(ନି.ପ୍ର.)- ତାଳଚେର କୃଷି ଜିଲାରେ ଚଳିତବର୍ଷ ୫୮,୩୬୪ ହେକ୍ଟର ଜମିରେ ଖରିଫ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ହେଲେ ଅନିୟମିତ ବର୍ଷା ଏବେଠାରୁ ଚାଷୀଙ୍କୁ…

7 years ago

କୁଲାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ୮ ଶ୍ରେଣୀକୁ ୩ ଗୃହ

ବଅଁରପାଳ, ୬।୭(ଡି.ଏନ୍‌.ଏ) - ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଥିବା କୁଲାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦୀର୍ଘ ଦିନ ହେଲା ସମସ୍ୟା ଘେରରେ ରହିଛି।…

7 years ago

ଉପଭୋକ୍ତାଙ୍କ ଠାରୁ ଦୂରେଇଯାଉଛି ବିଏସ୍‌ଏନଏଲ୍‌

ଭଞ୍ଜନଗର,୬।୭(ଡି.ଏନ.ଏ.)-ଘରୋଇ କମ୍ପାନୀଙ୍କ ସ୍ବାର୍ଥ ପାଇଁ ସରକାରୀ ସଂସ୍ଥା ବିଏସ୍‌ଏନଏଲ୍‌କୁ ଜାଣିଶୁଣି ଦୁର୍ବଳ କରି ଦିଆଯାଉଥିବା ଅଭିଯୋଗ ହେଉଛି। ଦେଶର ଅଧିକାଶଂ ଅଞ୍ଚଳରେ ୪ଜି ମୋବାଇଲ ସେବା ମିଳୁଛି।…

7 years ago

ମହାଗୁଡ଼ି, ତାଜୁଙ୍ଗିଆ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୬।୭(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ଝିପିଝିପି ବର୍ଷା ଲାଗି ରହିଛି। ଫଳରେ ପକ୍କାରାସ୍ତା ନ ଥିବା ବିଭିନ୍ନ ଗ୍ରାମବାସୀଙ୍କ ସମସ୍ୟା ବଢିଯାଇଛି। ତାଜୁଙ୍ଗିଆ ପଞ୍ଚାୟତକୁ…

7 years ago

ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ

ଛତ୍ରପୁର,୬।୭(ଡି.ଏନ.ଏ)-ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ଶୁକ୍ରବାର ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ହସ୍ପିଟାଲର ପରିମଳ ବ୍ୟବସ୍ଥା ସୁଦୃଢ…

7 years ago

ଛତ୍ରପୁରର ବିଭିନ୍ନ ସମସ୍ୟା ସମାଧାନ ଚିନ୍ତା: ଏକାଠି ଆଲୋଚନା କଲେ ସମସ୍ତ ସଂଘ

ଛତ୍ରପୁର,୬।୭(ଡି.ଏନ.ଏ) -ଛତ୍ରପୁର ସହରର ବିଭିନ୍ନ ସମସ୍ୟା ଆଲୋଚନା କରିବା ଏବଂ ଏହାର ସମାଧାନ ପାଇଁ ଆଗାମୀ ଦିନରେ କିି ପଦକ୍ଷେପ ନିଆଯିବ ସେ ନେଇ ଆଲୋଚନା ନିମନ୍ତେ…

7 years ago

ଦୁଇ ଦିନରେ ୧୨ହଜାର ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୬ା୭-ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଯାଇଛି । ଗୁରୁବାର ରଥଯାତ୍ରା ଯୋଗୁ ସରକାରୀ କଲେଜଗୁଡ଼ିକ ଛୁଟି ଥିଲା। ଏଣୁ ନାମଲେଖା ବନ୍ଦ ରହିଥିଲା।…

7 years ago