କେସିଙ୍ଗା,୪।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମରେ ରଥଯାତ୍ରା ଗୁରୁବାର ଶାନ୍ତିଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି। ସହରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବଳଭଦ୍ର, ଶୁଭଦ୍ରା ଓ…
ସୋର, ୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଟାପଡ଼ାଠାରେ ଜଣେ ବ୍ୟକ୍ତି କମ୍ପାନୀ କରି ସେଥିରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇ ଚାଷୀମାନଙ୍କଠାରୁ ଜମି କିଣିଥିଲେ। ହେଲେ ସେ…
ଉଲୁଣ୍ଡା, ୪ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡ ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଘୋଷଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ପୂର୍ବ ନିର୍ଘଣ୍ଟକ୍ରମେ…
ତିହିଡ଼ି, ୪।୭ (ଡି.ଏନ.ଏ.) - ଭଦ୍ରକ ଜିଲା ସଦର ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ ଶ୍ରଦ୍ଧାଳୁଙ୍କ ଶଙ୍ଖ, ହୁଳହୁଳି,…
ସୋରଡା,୪ା୭(ଡି.ଏନ୍.ଏ.)- ଦୀର୍ଘ ଶହେବର୍ଷ ପରେ ସୋରଡା ରଥଯାତ୍ରାରେ ରାଜବଂଶୀ ଛେରାପହଁରା କରିଛନ୍ତି। ଡ. ଦେବବତ୍ତ ସିଂଦେଓ ଯୋଗଦେଇ ରଥାରୁଢ ଠାକୁରଙ୍କ ନିକଟରେ ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି।…
ହିଞ୍ଜିଳିକାଟୁ,୪ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଲକର ବିଭିନ୍ନ ସ୍ଥାନରେ ପବିତ୍ର ଘୋଷଯାତ୍ରା ଉପଲକ୍ଷେ ରଥଟଣା ଯାଇଛି। ହୁଳହୁଳି, ଶଙ୍ଖଧ୍ୱନି, ହରିବୋଲ ଶବ୍ଦରେ ସହର ପ୍ରକମ୍ପିତ…
ସଜନାଗଡ଼,୪ା୭(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଥିବା କୁଲଡିହା ଅଭୟାରଣ୍ୟର ହାତୀପଲ ଗାଁମୁହାଁ ହୋଇଥିବାବେଳେ ସ୍ଥାନୀୟ ବାସିନ୍ଦାଙ୍କ ନିଦ ହଜିଯାଇଛି। ଅଭୟାରଣ୍ୟ ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ…
ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ - ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ ଗୁରୁବାର…
ବଅଁରପାଳ,୪ା୭(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ…
ଯୋଡ଼ା,୪ା୭(ଡି.ଏନ୍.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ ଗୁରୁବାର…