ଆମ ଜିଲା ଖବର

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର…

7 years ago

ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ

ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ…

7 years ago

ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବିରୋଧୀ ଦଳ ନେତା

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲ୍‌କୀ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ପ୍ରକଳ୍ପର କାର୍ଯ୍ୟକାରିତାକୁ ନେଇ ଭବାନୀପାଟଣା ବିଧାୟକ ତଥା ରାଜ୍ୟ ବିରୋଧୀ…

7 years ago

୨ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚୋରାଚାଲାଣ : ଦୁଇ ଗାଡ଼ି, ୧ ଲକ୍ଷ ଟଙ୍କା ଜବତ, ୪ ଗିରଫ

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ଭିନ୍ନ ଭିନ୍ନ ଥାନା ଅଧୀନରେ ଗଞ୍ଜେଇ ଚୋରାଚାଲାଣ କରାଯାଉଥିବାବେଳେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୫୮ କିଲୋଗ୍ରାମ ଗଞ୍ଜେଇ, ୨ଟି…

7 years ago

ଧାନମଣ୍ଡି ବନ୍ଦ ନେଇ ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗତ ରବିବାରଠାରୁ ଧାନମଣ୍ଡି ବନ୍ଦ ହୋଇଛି। ଏ ନେଇ ଧାନ ବିକ୍ରି କରିପାରି ନ ଥିବା ବହୁ ଚାଷୀ ଧର୍ମଗଡ଼ ଉପଜିଲାପାଳଙ୍କ ଦ୍ୱାରସ୍ଥ…

7 years ago

ଦାଦାବଟି ମାଗି ଅଭିଯୁକ୍ତ ଗିରଫ: ୩୫ ହଜାର ଟଙ୍କା ସହ ମୋବାଇଲ, ଗାଡ଼ି ଜବତ

ପଟ୍ଟାମୁଣ୍ଡାଇ, ୩।୭(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରର କପଡ଼ା ବ୍ୟବସାୟୀ ଉମେଶ ଚନ୍ଦ୍ର ସାହୁଙ୍କୁ ଫୋନରେ ଦାଦା ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ବୁଧବାର…

7 years ago

ଜଙ୍ଗଲ ଜମି ପଟ୍ଟା ଯୋଗାଇବାରେ ପ୍ରଶାସନ ବିଫଳ, ପଟ୍ଟା ପ୍ରଦାନ ପାଇଁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି, ୩ା୭(ଡି.ଏନ୍‌.ଏ.): ଦୀଘବର୍ଷ ଧରି ମାଲକାନଗିରି ଜିଲାରେ ବସବାସ କରି ଆସୁଥିବା ଅନୁସୂଚିତ ଜାତିଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବାରେ ପ୍ରଶାସନ କାଳ ବିଳମ୍ବ କରୁଥିବାରୁ କୃସୁବାଡ଼ା…

7 years ago

ଟ୍ରାକ୍ଟର ଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, ଚାଳକଙ୍କ ଗିରଫ ଦାବିରେ ଥାନା ସମ୍ମୁଖରେ ବସିଲେ ଗ୍ରାମବାସୀ

ଛତ୍ରପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଝରପୋଖରୀ ନିକଟ ରାସ୍ତାରେ  ବୁଧବାର ଏକ ସାଇକେଲକୁ ଟ୍ରାକ୍ଟର ଧକ୍କା ଦେବାରୁ ଜଣେ ଆଇଟିଆଇ ଛାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ…

7 years ago

ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା ପଥର…

7 years ago

ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ

ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ…

7 years ago