ଆମ ଜିଲା ଖବର

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ…

7 years ago

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ନ ହେଲେ ଛାତ୍ର ଆନ୍ଦୋଳନ ହେବ: ଏବିଭିପି

ଭଦ୍ରକ ଅଫିସ,୨ା୭- ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ପକ୍ଷରୁ ବର୍ଷକ ପୂର୍ବରୁ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ଅଡିଟୋରିୟମ୍‌ ହଲ୍‌ ନିର୍ମାଣ ଲାଗି ୩.୮୩ କୋଟି ଟଙ୍କାର ଅନୁଦାନ ଆସିଥିଲେ ମଧ୍ୟ…

7 years ago

କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ

ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ…

7 years ago

ବୈତରଣୀରେ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ, ୨ା୭(ଡି.ଏନ୍‌.ଏ.)- ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀର ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି। ନଦୀ ଉପରମୁଣ୍ଡରେ ଆଖୁଆପଦାଠାରେ ୩୪.୦ ମି.ମି., ଆନନ୍ଦପୁରରେ…

7 years ago

କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା

ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି…

7 years ago

୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର…

7 years ago

ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧ ନଂ…

7 years ago

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ ବନଛୋରଙ୍କ…

7 years ago

ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା…

7 years ago

ସର୍ପ ଦଂଶନରେ ବୃଦ୍ଧାଙ୍କ ମୃତ୍ୟୁ

ପାଟଣା,୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମର ଜଣେ ବୃଦ୍ଧାଙ୍କର ସର୍ପ ଦଂଶନରେ ମଙ୍ଗଳବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…

7 years ago