ଆମ ଜିଲା ଖବର

ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୨ ମୃତ

ଜଳେଶ୍ୱର, ୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ୬୦ ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛପଟେ ଆମ୍ବୁଲାନ୍ସ ପିଟି…

7 years ago

ସେବା ସମବାୟ ସମିତିରେ ଅଚଳାବସ୍ଥା

ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍‌୍‌ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା ଲାଗି…

7 years ago

ବ୍ୟାଙ୍କରୁ ୭୩ ହଜାର ଟଙ୍କା ଚୋରି

ଶଙ୍କରାଖୋଲ,୨ା୭(ଡି.ଏନ୍‌.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ ଆଚାର୍ଯ୍ୟଙ୍କ…

7 years ago

ଦମ୍ପତିଙ୍କୁ ଖୁଣ୍ଟରେ ବାନ୍ଧି ବିଷ୍ଠା ଖୁଆଇବା ଘଟଣା:ଉଭୟ ପକ୍ଷର ୭ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ରାଣୀଗାଁରେ ଗୁଣି ଗାରେଡି ସନ୍ଦେହରେ କେତେଜଣ ଲୋକ ରବିବାର ଏକ ଦମ୍ପତିଙ୍କୁ ଖୁଣ୍ଟିରେ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ବିଷ୍ଠା…

7 years ago

ଆୟ ବହିର୍ଭୂତ ସମ୍ପତ୍ତି :ଜେଲ ଗଲେ ପୌର ନିର୍ବାହୀ ଅଧିକାରୀ

ଫୁଲବାଣୀ ଅଫିସ/ବ୍ରହ୍ମପୁର ଅଫିସ, ୨ା୭-ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଘଟଣାରେ ଛନ୍ଦି ହୋଇ ପଡିଥିବା ଫୁଲବାଣୀ ପୌର ପରିଷଦ ନିର୍ବାହୀ ଅଧିକାରୀ ରାଧାମୋହନ ବେହେରାଙ୍କୁ ସୋମବାର ଭିଜିଲାନ୍ସ…

7 years ago

ବିସିିସି ବ୍ୟାଙ୍କ କୃଷି ଋଣ ଦେବ ୨୪୫ କୋଟି

ବ୍ରହ୍ମପୁର ଅଫିସ,୨ା୭-ଚଳିତ ବର୍ଷର ଖରିଫ ଧାନ ଫସଲ ପାଇଁ ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ଗଞ୍ଜାମ ଓ ଗଜପତି ଜିଲାର ଚାଷୀଙ୍କୁ ୨୪୫ କୋଟି ଟଙ୍କା…

7 years ago

ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ ରାଜ୍ୟ…

7 years ago

ଗାଇଡ୍‌ଲାଇନ ଜାରି କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଫୁଲବାଣୀ ଅଫିସ, ୨ା୭-କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକରେ ଦୁଇ ଦିନ ତଳେ ଖଟିଆରେ ମୃତଦେହ ବୁହାଯିବା ଘଟଣା ପରେ ଜିଲା ପ୍ରଶାସନର ଚେତା ପଶିଛି ା ସୋମବାର…

7 years ago

ଯୌତୁକ ପାଇଁ ସ୍ତ୍ରୀଙ୍କୁ ପୋଡି ମାରିବା ଅଭିଯୋଗ: ସ୍ବାମୀ କୋର୍ଟଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ପୁଟିଆପଦର ଗ୍ରାମରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ କିରୋସିନ ଢାଳି ନିଅଁା ଲଗାଇ ପୋଡି ମାରିବା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି।…

7 years ago

ଅନ୍‌ଲାଇନରେ ୩ ଲକ୍ଷ ଟଙ୍କା ଗାଏବ

ପାତ୍ରପୁର,୨ା୭(ଡ଼ି.ଏନ୍‌.ଏ.): ଜରଡ଼ା ଥାନା ଗୁଣ୍ଡ୍ରା ଗ୍ରାମର ଜଣେ ବ୍ୟକ୍ତି ବ୍ୟାଙ୍କ ଆକାଉଣ୍ଟରୁ ଅନ୍‌ ଲାଇନ୍‌ରେ ୩ ଲକ୍ଷ ଟଙ୍କା ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଗୁଣ୍ଡ୍ରା ଗ୍ରାମର…

7 years ago