ଆମ ଜିଲା ଖବର

ବଢୁଛନ୍ତି ରୋଗୀ, ନାହିଁ ଡାଏଲିସିସ୍‌ ମେଶିନ୍‌

ବ୍ରହ୍ମପୁର ଅଫିସ୍‌,୨ା୭-ଗଞ୍ଜାମ ଏବଂ ଏହାର ଆଖାପାଖ ଜିଲାଗୁଡ଼ିକରେ ବିଗତ କିଛି ବର୍ଷ ହେଲା କିଡ୍‌ନୀ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଦକ୍ଷିଣ ଓଡ଼ିଶାର ଏକ…

7 years ago

ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତଙ୍କୁ ଜାତୀୟସ୍ତରୀୟ କୋଚ୍‌ ମାନ୍ୟତା

ଢେଙ୍କାନାଳ ଅଫିସ, ୨।୭ ଜାତୀୟସ୍ତରରେ କୋଚ୍‌ ମାନ୍ୟତା ପାଇଛନ୍ତି ଢେଙ୍କାନାଳର ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତ ସାହୁ। କେରଳ ଥିରୁଭାନନ୍ତପୁରମ୍‌ରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପକ୍ଷରୁ ଗତ…

7 years ago

ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ

ଢେଙ୍କାନାଳ ଅଫିସ, ୨ା୭ ଢେଙ୍କାନାଳ ଡାକମଣ୍ଡଳ ପକ୍ଷରୁ ମୁଖ୍ୟ ଡାକଘର ପରିସରରେ ସୋମବାର ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ ହୋଇଯାଇଛି। ଡାକମଣ୍ଡଳ ଅଧୀକ୍ଷକ ବିପିନ ବିହାରୀ ମହାନ୍ତି,…

7 years ago

କଦଳୀ ଚାଷ ଉଜାଡ଼ିଲେ ହାତୀ

ପାଲଲହଡ଼ା, ୨ା୭(ଡି.ଏନ.ଏ.)ପାଲଲହଡ଼ା ବ୍ଲକ ଖମାର ବନାଞ୍ଚଳ ବଡସଡା ପଞ୍ଚାୟତ ଖଣତାପଶି ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ଗ୍ରାମର ସୁରେଶ କୁମାର ସାହୁଙ୍କ କଦଳୀ ବାଡ଼ିରେ ୧୦ରୁ ୧୫…

7 years ago

ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି ଅବହେଳା:ବର୍ଷେ ହେଲା ବନ୍ଦ ଘରେ ଅଫିସ ସାମଗ୍ରୀ

ତାଳଚେର, ୨ା୭(ନି.ପ୍ର.)ବାର୍ଷିକ ୬ ଶହ କୋଟି ରାଜସ୍ବ ଦେଉଥିବା ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି କରାଯାଉଛି ଚରମ ଅବହେଳା। ଭଡ଼ା ଘରେ ଚାଲିଆସିଥିବା ଏହି କାର୍ଯ୍ୟାଳୟ ବର୍ଷେ…

7 years ago

ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ…

7 years ago

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ ଗୁଟେ…

7 years ago

ଟ୍ରେଡ୍‌ ଲାଇସେନ୍ସ ଫି ସଂଶୋଧନ ଦାବି, ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ ସଂଘ

ଛତ୍ରପୁର,୧। ୭(ଡି.ଏନ.ଏ)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ପକ୍ଷରୁ ନିର୍ଦ୍ଧାରିତ ଟ୍ରେଡ୍‌ ଲାଇସେନ୍ସ ଫି’କୁ ସଂଶୋଧନ କରିବାକୁ ସମସ୍ତ ବ୍ୟବସାୟୀ ସଂଘ ଦାବି କରିଛନ୍ତି। ସୋମବାର ଛତ୍ରପୁରର…

7 years ago

ଗାଡ଼ି ଧକ୍କାରେ ବୃଦ୍ଧା, ମୃତଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଦିଗପହଣ୍ଡି/ ପାଟପୁର,୧।୭(ଡି.ଏନ.ଏ.)-ଦିଗପହଣ୍ଡି-ରାୟଗଡ଼ା ମୁଖ୍ୟରାସ୍ତା ଡେଙ୍ଗାଓସ୍ତା ଛକ ନିକଟରେ ସୋମବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସେ ଜଣକ ହେଲେ ପାଟପୁର ଥାନା ଡେଙ୍ଗାଓସ୍ତା…

7 years ago

ଜମି ଦଖଲକୁ ନେଇ ଗ୍ରାମବାସୀ-ତହସିଲ ପ୍ରଶାସନ ମୁହଁ।ମୁହିଁ

ଧରାକୋଟ,୧।୭(ଡି.ଏନ.ଏ.)-ଧରାକୋଟ ତହସିଲ ପୁଟୁ ଗ୍ରାମବାସୀଙ୍କ ଅଧୀନରେ ରହିଥିବା ପୁଟୁ ମୌଜାର ଗୁହାରିଆ ପଡ଼ିଆର ୫ ଏକର ପରିତ୍ୟକ୍ତ ବେଦଖଲି ରୟତି କିସମରେ ରହିଥିବା ଜମିକୁ ନେଇ ଧରାକୋଟ…

7 years ago