ଆମ ଜିଲା ଖବର

ମରୁଡ଼ି ବୀମାରାଶି ପାଇଲେନି ୨୦୮ ଚାଷୀ, ବ୍ୟାଙ୍କ ସମ୍ମୁଖରେ ଧାରଣା

ପରଜଙ୍ଗ, ୨।୮(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ଟି ସୋସାଇଟିରୁ ଋଣ ନେଇଥିବା ସହ ସହ ଚାଷୀ…

7 years ago

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା…

7 years ago

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ…

7 years ago

ଶାଳଗଣ୍ଡି ସହ ପିକ୍‌ଅପ୍‌ ଜବତ, ୩ ଗିରଫ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନଖଣ୍ଡସ୍ଥ ବଡ଼ରମା ରେଞ୍ଜ କାଣିବନ୍ଧଲି ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ ସହ ୬ ଖଣ୍ଡ…

7 years ago

ବସ, ବାଇକ ଦୁର୍ଘଟଣା: ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରତିଶ୍ରୁତି ପରେ ହଟିଲାରାଜପଥ ଅବରୋଧ

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟ ଉପକଣ୍ଠ ଆଇଆର୍‌ବି ବାଟାଲିୟନଠାରେ ଗୁରୁବାର ହୋଇଥିବା ବସ, ବାଇକ ଦୁର୍ଘଟଣାରେ ମୃତ ମନୋଜ ମହାନନ୍ଦିଆ ପରିବାରକୁ କ୍ଷତିପୂରଣ ଦାବିରେ ୨୬ ନଂ. ଜାତୀୟ ରାଜପଥ…

7 years ago

କୋରାପୁଟରେ ଟିଡିସିସି ମାଧ୍ୟମରେ ନିର୍ମାଣ ହେବ କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟରେ କଫି ଚାଷ ପାଇଁ ଉପଯୁକ୍ତ ଜଳବାୟୁ ରହିଥିବାବେଳେ ଏହି ଚାଷକୁ ଅଧିକ ଲୋକାଭିମୁଖୀ ନେଇ ଜିଲା କଫି ଉନ୍ନୟନ ଟ୍ରଷ୍ଟର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ…

7 years ago

କୋରାପୁଟରେ ୪୨୯.୪ ମିମି ବର୍ଷା ରେକର୍ଡ: କୋଟପାଡ଼ରେ ସର୍ବାଧିକ ୧୪୦ ମିମି

କୋରାପୁଟ,୨।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ୪୨୯.୪ ମିମି ବର୍ଷା ହୋଇଥିବା ଶୁକ୍ରବାର ରେକର୍ଡ କରାଯାଇଛି। ତେବେ କୋଟପାଡ଼ ବ୍ଲକରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଥିବା ବେଳେ ଜିଲାର…

7 years ago

କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରମିକ…

7 years ago

ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ଷୀରୋଦ କୁମାର

ହାଟଡିହୀ,୨।୮(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କ୍ଷୀରୋଦ କୁମାର ତ୍ରିପାଠୀ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ଏବିଇଓ ରୂପେ କାର୍ଯ୍ୟ…

7 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ରିଞ୍ଜା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କର୍ଲାମୁଣ୍ଡା,୨।୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଭବନରେ ଶୁକ୍ରବାର ଭୋରରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି।…

7 years ago