ଆମ ଜିଲା ଖବର

କ୍ରାଇମବ୍ରାଞ୍ଚ ଟିମ୍‌କୁ ବଡ଼ ସୁରାକ୍‌, ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର,୧୯ା୭: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଶୁକ୍ରବାର ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁର ତନାଘନା କରୁଥିବା…

9 months ago

୬ ବର୍ଷରୁ ୧୪ ବର୍ଷ ପର୍ଯ୍ୟନ୍ତ ସମସ୍ତ ଶିଶୁଙ୍କୁ ମାଗଣା ଶିକ୍ଷାଦେବା ଜରୁରୀ

ଥୁଆମୂଳ ରାମପୁର,୧୯।୭(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଥୁଆମୂଳ ରାମପୁର ଜେ.ଏମ.ଏଫ.ସି କୋର୍ଟ, ତାଳୁକ ଆଇନ ପ୍ରାଧିକରଣ ସେବା…

9 months ago

ଘରକୁ ଡାକି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

ଦେବଗଡ଼,୧୯ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଧୀନ ନୂଆଗାଁରେ ହତ୍ୟାକାଣ୍ଡ। ଶୁକ୍ରବାର ବିଳମ୍ବିତ ରାତିରେ ଘର ଭିତରକୁ ଡାକି ହତ୍ୟା କରିଛନ୍ତି ଜଣେ ଅଭିଯୁକ୍ତ। ହତ୍ୟା ପରେ…

9 months ago

୩୩ ବର୍ଷ ପରେ ରାୟ ପ୍ରକାଶ: ଦୋଷୀଙ୍କ ଦଣ୍ଡବିଧାନକୁ ଦେଖିପାରିଲେନି ପୀଡ଼ିତ

ନୀଳଗିରି,୧୯ା୭(ପ୍ରଶାନ୍ତ ବିଶ୍ୱାଳ):ରାଜନୈତିକ ଆକ୍ରୋଶର ଶିକାର ହୋଇ ମରଣସହ ସଂଗ୍ରାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଶେଷରେ ୩୩ବର୍ଷ ପରେ ନ୍ୟାୟ ମିଳିଥିବା ବେଳେ ଦୋଷୀଙ୍କୁ ଦଣ୍ଡ ମିଳିଛି। ମାତ୍ର…

9 months ago

ଯୁବତୀଙ୍କୁ ଶାରୀରିକ ନିର୍ଯାତନା ଦେଉଥିଲେ ଭାଜପା ନେତା: ବାନ୍ଧିଲା ପୋଲିସ

ଅନୁଗୋଳ,୧୯।୭(ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ):ଜଣେ ଯୁବତୀଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଅନୁଗୋଳ ଜିଲା ଭାଜପା ସମ୍ପାଦକ ତଥା ଯୁବନେତା ସୁଦୀପ୍ତ ସ୍ବାଇଁ ଗିରଫ…

9 months ago

ନୂଆପଡ଼ା ଜିଲାକୁ ଦାଦନମୁକ୍ତ କରାଯିବ: ମନ୍ତ୍ରୀ

ନୂଆପଡ଼ା,୧୮ା୭ (ମକାରୁ ବେମାଲ): ରାଜ୍ୟ ସରକାରଙ୍କ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା…

9 months ago

ମଦ୍ୟପଙ୍କ ଅଜବ କାଣ୍ଡ: ନିଶାସକ୍ତ ଅବସ୍ଥାରେ ଜୀଅନ୍ତା ନାଗ ସାପକୁ ଚୋବାଇ ଖାଇଲେ, ଏବେ…

ବଲାଙ୍ଗୀର,୧୮।୭ (ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ ଅଜବ କାଣ୍ଡ କରିଛନ୍ତି। ମଦ୍ୟପଜଣଙ୍କ ଜୀଅନ୍ତା ନାଗ…

9 months ago

ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ: କଳାହାଣ୍ଡିର ଛାତ୍ର ନିହାର ରଞ୍ଜନ ଦାଶଙ୍କୁ ସ୍ୱର୍ଣ୍ଣପଦକ

ଭବାନୀପାଟଣା,୧୮।୭(ଉତ୍ତମ କୁମାର ଦାଶ)-କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଗତ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମହାମହିଁ ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଡ଼. ହରି ବାବୁ,ମୁଖ୍ୟମନ୍ତ୍ରୀ…

9 months ago

ମିଲ୍‌ ତାଲା ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ଦିଗପହଣ୍ଡି ପୋଲିସ ପହଞ୍ଚି…

ଦିଗପହଣ୍ଡି,୧୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ପଞ୍ଚାୟତ ଅଫିସ ନିକଟରେ ଥିବା ବାବୁ ସାହୁଙ୍କ ମା’ ମହୁରୀ କାଳୁଆ ଫ୍ଲୋର ମିଲ…

9 months ago

କର୍ତ୍ତବ୍ୟରେ ଅବହେଳା, କର୍ତ୍ତୃପକ୍ଷଙ୍କ ଆଦେଶକୁ ଅବମାନନା:  ନିଲମ୍ବିତ ହେଲେ ୪…

ଗଜପତି,୧୮।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ୪ ଜଣ ସ୍ବାସ୍ଥ୍ୟ ବିଭାଗର କମ୍ୟୁନିଟି ହେଲଥ ଅଫିସରଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି। ନିଲମ୍ବିତ  ହେଲଥ ଅଫିସର ମାନେହେଲେ ମୋହନା ବ୍ଲକର…

9 months ago