ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପୁଟୁଳିଆ ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଜଣେ ବ୍ୟକ୍ତି ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧୁଥିବା ସମୟରେ କରେଣ୍ଟଲାଗି ଗୁରୁତର…
ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍ କ୍ରିକେଟ୍ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା…
ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ…
ଉଦଳା, ୨୫।୬(ଡି.ଏନ୍.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ…
ରାଜନଗର,୨୫ା୬(ଡି.ଏନ୍.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା…
କେନ୍ଦୁଝର,୨୫ା୬ (ସ୍ବ.ପ୍ର.)-ଅନାଥ ହୋଇପଡ଼ିଛନ୍ତି ୬ ଭାଇଭଉଣୀ। ସରକାର ଶିଶୁ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ଶିଶୁମାନେ ସବୁ ପ୍ରକାର ଯୋଜନାରୁ ବଞ୍ଚିତ ହୋଇପଡ଼ିଛନ୍ତି। ଭାଗ୍ୟର…
କେନ୍ଦୁଝର, ୨୫ା୬ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଅନେକ ବନବାସୀ ଆଜି ବି ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରି ଚଳୁଛନ୍ତି। ସେମାନେ ବିଭିନ୍ନ ଋତୁକାଳୀନ ଫଳ…
କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି…
ପାରାଦୀପ,୨୫ା୬(ସ୍ବ.ପ୍ର.): କର୍ମମୟ ଜୀବନରୁ ସମୟ ମିଳିଲେ ଜମୁଥିଲା ଖଟି। ହେଲେ ହଠାତ୍ ବଦଳିଗଲା ଜୀବନର ରାସ୍ତା। ଦୁର୍ଘଟଣାରେ ଗୁରୁତର ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆଶୁ ଚିକିତ୍ସା…
ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ…