ଢେଙ୍କାନାଳ ଅଫିସ, ୨୮।୭ - କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ। ଜରୁରୀ…
ଅନୁଗୋଳ ଅଫିସ, ୨୮।୭ - ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ କାର୍ଯ୍ୟାଳୟରେ…
ଦାରିଙ୍ଗବାଡ଼ି,୨୮ା୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତବିଭାଗର ଗଦଡ଼ି ପୋଲ ରାସ୍ତା ପାର୍ଶ୍ୱ ଧୋଇଯିବା ଫଳରେ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଯାତ୍ରୀବାହୀ…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି ।…
ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ ବଡସାହିର…
ବ୍ରହ୍ମପୁର ଅଫିସ , ୨୮ା୭-ଟିଉସନରୁ ଘରକୁ ଫେରୁଥିବା ବେଳେ ଶନିବାର ରାତି ପ୍ରାୟ ୯ରେ ଜଣେ ଛାତ୍ରଙ୍କୁ ନିଶାଦେଇ ଅପହରଣ ଉଦ୍ୟମ କରାଯାଇଛି। ଛାତ୍ର ଜଣଙ୍କ ସଂଜ୍ଞାହୀନ…
ପାତ୍ରପୁର,୨୮ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ…
ବ୍ରହ୍ମପୁର ଅଫିସ,୨୮ା୭-ରବିବାରରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ପାଳନ କରାଯାଉଛି। ସରକାରୀ ଗାଡ଼ିଗୁଡ଼ିକୁ ମାଓବାଦୀମାନେ ଜାଳି ଦେଉଥିବା ନଜିର ରହିଛି। ଏହାକୁ…
ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ବିଇଡି…
ବୁଗୁଡ଼ା,୨୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ୨ ଜଣ ଯୁବକଙ୍କ ତଣ୍ଟି ବ୍ଲେଡରେ କାଟିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି। ପୋଲିସ ନଂ. ୧୪୮/୧୯ରେ…