ଆମ ଜିଲା ଖବର

ଆଲିଗଡ଼ର ତାଲା ଦେଇଛି ରୋଜଗାର: ପେଟ ପାଇଁ ପରିଶ୍ରମ କରନ୍ତି

କେନ୍ଦୁଝର,୨୮ା୭ (ସ୍ବ.ପ୍ର.)-ଆଗ୍ରହ ଓ ଉଦ୍ୟମ ଥିଲେ ରୋଜଗାରର ବାଟ ଦେଖାଦେବ ା ଏଭଳି ରୋଜଗାର ପାଇଁ ଉତ୍ତରପ୍ରଦେଶର ଆଲିଗଡ଼ରୁ ଯୁବକମାନେ ଆସି କେନ୍ଦୁଝରରେ ତାଲା ବିକ୍ରି କରିବା…

7 years ago

ଗଛମୂଳେ ଚାଲିଛି ଅଙ୍ଗନୱାଡି କେନ୍ଦ୍ର

ତେଲକୋଇ, ୨୮।୭(ଡି.ଏନ.ଏ.)-ଆଦିବାସୀ ବହୁଳ ତେଲକୋଇ ବ୍ଲକ ଅଧୀନରେ ଅଙ୍ଗନୱାଡି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ରହିଛି। ସ୍ବତନ୍ତ୍ର ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବା ଯୋଗୁ ଗ୍ରାମ ମଣ୍ଡପ ଓ…

7 years ago

ପାଇଖାନା ଘରେ ବିତୁଛି ଜୀବନ: ସଂସାର ପଥରେ ୪ ଛୁଆଙ୍କୁ ଧରି ଏକାକୀ

କେନ୍ଦୁଝର, ୨୮ା୭(ସ୍ବ.ପ୍ର.)-ସରକାର ଗରୀବ ଗୃହ ହୀନ ଲୋକଙ୍କୁ ବିଭିନ୍ନ ଆବାସିକ ଯୋଜନାରେ ଘର ପ୍ରଦାନ କରିଲେ ହେଁ ବହୁ ଗରିବ ଲୋକ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ…

7 years ago

ନଦୀରୁ ମିଳିଲା ନିଖୋଜ ଶିଶୁଙ୍କ ମୃତଦେହ

ଭଣ୍ଡାରିପୋଖରୀ, ୨୮।୭ (ଡି.ଏନ୍‌.ଏ.) - ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବନ୍ଦାଳୋ ମଢିଆଳି ପଞ୍ଚାୟତ ବନ୍ଦାଳୋ ଗ୍ରାମର ଜଗନ୍ନାଥ ରଣାଙ୍କ ୧୮ ମାସର ପୁଅ ଆଦିତ୍ୟ…

7 years ago

ଶୁଖିଲା ପଡ଼ିଛି ଦଶମୌଜା କେନାଲ

ତିହିଡ଼ି, ୨୮।୭ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ଅପରପକ୍ଷେ ବିଭିନ୍ନ ପଞ୍ଚାୟତରେ ଜମିକୁ ଜଳସେଚିତ କରିବା ପାଇଁ…

7 years ago

ସ୍ବାବଲମ୍ବୀ ହେଲେ ଦୁଇ ‘ସ୍ବୟଂସିଦ୍ଧା’

ବାରିପଦା ଅଫିସ,୨୮।୭- ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲା ସବୁବେଳେ ବାଲ୍ୟବିବାହକୁ ନେଇ ଚର୍ଚ୍ଚାରେ ରହିଆସିଛି। ବାଲ୍ୟବିବାହର ଶିକାର ହେଉଥିବା ନାବାଳିକାଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ନେଇ ଜିଲା…

7 years ago

କାମରେ ଲାଗୁନି ଚେକ୍‌ଡ୍ୟାମ୍‌ : ଲୋକଙ୍କ ଅଭିଯୋଗ ଶୁଣୁନି ବିଭାଗ

କପ୍ତିପଦା,୨୮ା୭(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଜେ.ଏସ୍‌. ଜାମୁଡିହା ପଞ୍ଚାୟତର କେତେକ ଗ୍ରାମ ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଅବସ୍ଥିତ। ଏଠାରେ ବସବାସ କରୁଥିବା ଆଦିବାସୀଙ୍କର ଶହ…

7 years ago

ଥମୁନି ଉତ୍ତେଜନା, ବାଲିଆପାଳ ପୋଲିସ ଛାଉଣୀ: ୨ ଢାବା କର୍ମଚାରୀ ଅଟକ, ଉଲୁଡାରେ ରାସ୍ତାରୋକୋ

ବାଲିଆପାଳ, ୨୮ା୭(ଡି.ଏନ.ଏ.)-ବାଲିଆପାଳ ଇଡକୋ ଛକରେ ରାଜଧାନୀ ଢାବା ଓ ହୋଟେଲରେ ଶୁକ୍ରବାର ନାବାଳକଙ୍କୁ ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ବାଲିଆପାଳରେ ଉତ୍ତେଜନା ଥମିବାର ନଁା ନେଉନି। ଏହି…

7 years ago

ବାମୁର ଅଞ୍ଚଳରେ ଅଘୋଷିତ ବିଦ୍ୟୁତକାଟ

ବଇଣ୍ଡା,୨୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବଷ୍ଟେଶନ ଅଧିନସ୍ଥ ଧଉରାପାଲି, ଜଏରାଟ, ଝରାବେରେଣୀ, ହିମିତିରା, ସଞ୍ଜାମୁରା, ଅଙ୍ଗପଡ଼ା, ଧଡ଼ରପାଳ, ନାକିଚି, ଉରୁକୁଳା, ଠେଲକନାଳୀ, ଆମ୍ବପାଳ ଆଦି…

7 years ago

ଟାଟାସ୍ପଞ୍ଜ ପଞ୍ଚସଖା ଫୁଟବଲ ଟୁର୍ନାମେଣ୍ଟ : ଦେଓଝର ଗ୍ରାମ ପଞ୍ଚାୟତ ଚାମ୍ପିୟନ

ଯୋଡ଼ା,୨୭।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡାବ୍ଲକ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ ଆଇରନ ଲିମିଟେଡର ଟାଟାସ୍ପଞ୍ଜ ପଞ୍ଚସଖା ପକ୍ଷରୁ ଏକ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ଜୁଲାଇ…

7 years ago