ଆମ ଜିଲା ଖବର

ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ…

7 years ago

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି।…

7 years ago

ଭିଏଲ୍‌ଡବ୍ଲ୍ୟୁଙ୍କ ବାଇକ୍‌ ଚୋରି ଅଭିଯୋଗରେ ଜଣେ ଗିରଫ

ଭଟଲି,୨୭।୭(ଡି.ଏନ୍‌.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍‌ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍‌ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।…

7 years ago

ୱାରେଣ୍ଟି କୋର୍ଟ ଚାଲାଣ

ଭଟଲି,୨୭।୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର…

7 years ago

ଡେଙ୍ଗୁ ନିରାକରଣ ସଚେତନତା

ହିଞ୍ଜିଳିକାଟୁ,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ ସତ୍ୟଭାମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ଡେଙ୍ଗୁ ସଚେତନତା ରାଲି କରାଯାଇଥିଲା। ପ୍ରଧାନଶିକ୍ଷକ ଏ.…

7 years ago

କାର୍‌-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ…

7 years ago

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ ଜଣେ…

7 years ago

ଦ୍ୱାରଶୁଣି ଘାଟିରେ ବୋଲେରୋକୁ ପିଟିଲା ଟ୍ରକ୍‌: ୨ ବୋଲବମ୍‌ ଭକ୍ତ ମୃତ, ୭ ଆହତ

ବାରିପଦା ଅଫିସ/ ବାଙ୍ଗିରିପୋଷି୨୭।୭:(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ଦ୍ୱାରଶୁଣି ଘାଟିରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ…

7 years ago

ଧୋଇଗଲା ରାସ୍ତା: ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତ ବିଭାଗର ଗଦଡ଼ିପୋଲ ଧୋଇ ହୋଇଯିବାରୁ ଗର୍ତ୍ତ ସୃଷ୍ଟିହୋଇଛି। ଏ ନେଇ ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ ହେବା…

7 years ago

ଧୋଇଗଲା ଡାଇଭର୍ସନ ଓ୍ବେ: ୫୯ ନଂ. ଏନ୍‌ଏଚ୍‌ରେ ଯାନବାହନ ଚଳାଚଳ ଠପ୍‌

ତୁମୁଡ଼ିବନ୍ଧ,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧରେ ଲଗାଣ ବର୍ଷା ଯୋଗୁ ଗୋପାଳପୁରରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ମୁଣ୍ଡିଗଡ଼ ଓ ମଣ୍ଡଳପଦରଠାରେ ଡାଇଭର୍ସନ…

7 years ago