ଆମ ଜିଲା ଖବର

ପଞ୍ଚଭୂତରେ ବିଲୀନ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର,୨୦।୬(ଡି.ଏନ.ଏ.)-ପଞ୍ଚଭୂତରେ ବିଲୀନ ହୋଇଛି ଶହୀଦ ଅଜିତ ସାହୁଙ୍କ ମରଶରୀର। ଶୋକାକୂଳ ପରିବେଶ ମଧ୍ୟରେ କାମାକ୍ଷାନଗର ବଡ଼ସୁଆଁଳ ଗ୍ରାମ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଞ୍ଚଳବାସୀ, ପରିବାର ବର୍ଗ,…

7 years ago

ସଂଘବଦ୍ଧ ଆକ୍ରମଣ ମାମଲା : ୪ ଫେରାର ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୨୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୁଡ଼ୁଙ୍ଗପୁର ଗ୍ରାମର ବଳରାମ ପାତ୍ର, ଭଗବାନ ପାତ୍ର, ଶଙ୍କର ପାତ୍ର ଓ କୃଷ୍ଣ ପାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ…

7 years ago

ଟ୍ରେନ ଧକ୍କାରେ ହାତୀ ମୃତ

ଢେଙ୍କାନାଳ ଅଫିସ,୨୦।୬- ଢେଙ୍କାନାଳ ସଦର ଥାନା ସଦର ରେଞ୍ଜ କାଉଁରିଆପାଳ ରେଳ ଲାଇନରେ ଟ୍ରେନ ଧକ୍କାରେ ଗୁରୁବାର ସକାଳେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ରେଳ…

7 years ago

ଧାନବୋଝେଇ ଟ୍ରକରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୦ା୬ : ବରଗଡ଼ ଜିଲା ବିଜେପୁର-ଗାଇସିଲେଟ୍‌ ରାସ୍ତାର ନୂଆଁପାଲି ନିକଟରେ ଗୁରୁବାର ଅପରାହ୍ନରେ ଏକ ଧାନ ବୋଝେଇ ଟ୍ରକ(ଓଆର ୧୩ ଏମ୍‌ ୧୩୬୨)ରେ ଆକସ୍ମିକ ଭାବେ…

7 years ago

ପଲିଥିନ୍‌ ବଣ୍ଟନରେ ଅନିୟମିତତା : ତହସିଲ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୨୦ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଶାନ୍ତପୁର ପଞ୍ଚାୟତରେ ଫନି ବାତ୍ୟା କ୍ଷତିଗ୍ରସ୍ତକୁ ପଲିଥିନ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ…

7 years ago

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା…

7 years ago

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ଟିଟଲାଗଡ଼,୨୦।୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଟିଟଲାଗଡ଼ ବ୍ଲକ ଅନ୍ତର୍ଗତ ବାଗଡ଼େର ଗାମର ରାସ୍ତାକଡରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର…

7 years ago

ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ…

7 years ago

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି।…

7 years ago

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ…

7 years ago