ଆମ ଜିଲା ଖବର

ସାହାଯ୍‌ ଲାଗି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀକୁଁ ଗୁହାରି କଲେ ଗାଁବାସୀ: ବୋନମ୍ୟାରୋ ସମସିଆରେ ପୀଡ଼ିତ ମାନସ

ଲୋଇସିଂହା,୨୫।୭ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ହରଭଙ୍ଗା ଗାଁର ବେଣୁଧର ବିଶ୍ୱାଳକଁର ପୁଓ ମାନସ ବିଶ୍ୱାଳ(୭)। ଏହେଦେ ସେ ବୋନମ୍ୟାରୋ ସମସିଆରେ ପୀଡ଼ିତ ଥିଲାବେଲେ ତାକର…

7 years ago

ବିଶ୍ୱସ୍ତରୀୟ ହେବ ରାୟଗଡ଼ା ଷ୍ଟେଶନ

ରାୟଗଡ଼ା ଅଫିସ, ୨୫ା୭: ରାୟଗଡ଼ା ରେଳଷ୍ଟେଶନ ହେବ ବିଶ୍ୱସ୍ତରୀୟ। ଆସନ୍ତା ସେପ୍ଟେମ୍ବରରେ ଏଥିନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ସେପ୍ଟେମ୍ବର ଶେଷ ସୁଦ୍ଧା ଆଇଏସ୍‌ଓ-୧୪୦୦୧ ସାର୍ଟିଫିକେଟ ହସ୍ତଗତ ହେବା ପରେ…

7 years ago

କୁଳସଚିବ, ପରୀକ୍ଷା ନିୟନ୍ତ୍ରକଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିିସ,୨୫ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ଫଳ ବର୍ଷକ ପରେ ବି ପ୍ରକାଶ…

7 years ago

ବନ୍ଧ ପୁନରୁଦ୍ଧାର ନେଇ ଦୁଇଗୋଷ୍ଠୀ ମୁହାଁମୁହିଁ

ଧରାକୋଟ,୨୫ା୭(ଡି.ଏନ.ଏ.)- ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତ ଜଗନ୍ନାଥପୁର ଶାସନ ଗ୍ରାମର ରଙ୍କିବନ୍ଧ ପୁନରୁଦ୍ଧାର କାର୍ଯ୍ୟକୁ ନେଇ ଗ୍ରାମର ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତ ମଙ୍ଗଳବାର ଗଁ।ର ପଶ୍ଚିମ…

7 years ago

ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌ ହୋଇଯାଇଛନ୍ତିି।…

7 years ago

ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) - ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ…

7 years ago

ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) - ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ…

7 years ago

ମତ୍ସ୍ୟ ଯାଅଁ।ଳ ବିକ୍ରି ଆରମ୍ଭ:ମାଛ ଚାଷ ପାଇଁ ଏସ୍‌ଏଚ୍‌ଜିକୁ ପ୍ରୋତ୍ସାହନ ମିଳିବ

ଭଞ୍ଜନଗର,୨୫।୭(ଡି.ଏନ୍‌.ଏ.)-ଭଞ୍ଜନଗର ସରକାରୀ ମସତ୍‌ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ…

7 years ago

ଚାଷ ଜମି ଫାଟି ଆଁ, ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୫।୭(ଡି.ଏନ.ଏ.)-ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି…

7 years ago

ହାତୀ ପାଇଁ ରାତି ଅନିଦ୍ରା ଗ୍ରାମବାସୀ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଦିନକୁ ଦିନ ବଢି ଚାଲିଥିବା ବେଳେ ବନ ବିଭାଗର ନାଚର ପଣିଆ ଗ୍ରାମବାସୀଙ୍କୁ ରାତ୍ରୀ ଅନିଦ୍ରା ହେବାକୁ ବାଧ୍ୟ କରୁଛି। ବର୍ଷା…

7 years ago