ଆମ ଜିଲା ଖବର

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ ନେଇ…

7 years ago

ଆଖି ଗାଏବ, ନାବାଳିକା ବଳାତ୍କାର ଘଟଣା : ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ

ଅନୁଗୋଳ ଅଫିସ,୨୪।୭: ଅନୁଗୋଳ ଜିଲାରେ ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ମୃତଦେହରୁ ଆଖି ଗାଏବ ଏବଂ ଜଣେ ଆଠ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣା ପ୍ରତିବାଦରେ ବୁଧବାର…

7 years ago

ବଡ଼ବିଲ କେଜେଏସ୍‌ ପିଲେଟ ପ୍ଲାଣ୍ଟରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ବଡ଼ବିଲ,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କେଜେଏସ୍‌(କମଲଜିତ ସିଂହ ଆହଲୁୱାଲିଆ)ଙ୍କ ଶ୍ରୀଜଗନ୍ନାଥ ଷ୍ଟିଲ୍‌ସ ଆଣ୍ଡ ପାୱାର ଲିମିଟେଡ୍‌ ପିଲେଟ ପ୍ଲାଣ୍ଟ ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ଶ୍ରମିକମାନେ କାର୍ଯ୍ୟବନ୍ଦ…

7 years ago

ବାଇକକୁ ସ୍କାନ୍‌ଷ୍ଟିଲ ବସ୍‌ ଧକ୍କା ଦେବା ଘଟଣା: ହତ୍ୟା ଉଦ୍ୟମ ଅଭିଯୋଗ, ଥାନା ଘେରିଲେ ଗ୍ରାମବାସୀ

ବଡଗାଁ, ୨୪।୭(ଡି.ଏନ୍‌.ଏ.): ୧୦ ନମ୍ବର ରାଜ୍ୟ ରାଜପଥ ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅଧୀନ କଣ୍ଟିଆମୁରା ପେଟ୍ରୋଲ ପମ୍ପ ସମ୍ମୁଖରେ ଗତ ୨୧ ତାରିଖ ରାତି ପ୍ରାୟ…

7 years ago

ଅସୁସ୍ଥ ଦନ୍ତାହାତୀ ପୋଖରୀରେ ପଡ଼ି ମୃତ

ବନ୍ତଳା,୨୪।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ଢେଙ୍କାନାଳ ବନଖଣ୍ଡ ଅଧୀନ ହିନ୍ଦୋଳ ରେଞ୍ଜ କରାବିରା ଗ୍ରାମ ନିକଟ ପୋଖରୀରେ ପଡ଼ି ମଙ୍ଗଳବାର ରାତିରେ ଏକ ଅସୁସ୍ଥ ଦନ୍ତାହାତୀର…

7 years ago

ଭରତପୁର କୋଇଲା ଖଣିରେ ଅଘଟଣ: ମାଟି ଧସି ଫସିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ

ଅନୁଗୋଳ ଅଫିସ, ୨୪।୭: ତାଳଚେର ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ବିଳମ୍ବିତ ରାତିରେ ବ୍ଲାଷ୍ଟିଂ ହେଉଥିବା ବେଳେ ମାଟି ଧସିଯାଇଛି। ଏଥିରେ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ।…

7 years ago

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭାଜପା (ଭୂୟାଁ ଓ ଜୁଆଙ୍ଗ ପିଢ଼) ରେଞ୍ଚ ଫୁଲଝର ପଞ୍ଚାୟତ ଶଙ୍କରୀ ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ବୁଧବାର…

7 years ago

ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ପେସାଦାର ମତ୍ସ୍ୟଜୀବୀ ମହାସଂଘର ବିରୋଧ

କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍‌.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ।…

7 years ago

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ…

7 years ago

ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ ଭତାର…

7 years ago