ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା…
ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି।…
ବ୍ରହ୍ମପୁର ଅଫିସ୍,୨୩ା୭-ବ୍ରହ୍ମପୁର, କୁକୁଡ଼ାଖଣ୍ଡି ଏବଂ କନିଷି ତହସିଲ୍ କାର୍ଯ୍ୟାଳୟରେ ମ୍ୟୁଟେଶନ୍ (ଜମି ଦାଖଲ ଖାରଜ)ମାମଲାଗୁଡ଼ିକର ଶୁଣାଣି ହେଉନି ବୋଲି ଅଭିଯୋଗ କରିଛି ଗଞ୍ଜାମ ଓକିଲ ସଂଘ। ସୋମବାର…
ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ…
ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ…
ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ।…
ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା…
ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍ଓ ମାନ୍ୟତାପ୍ରାପ୍ତ ଓଜନ ମାପ…
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୩।୭(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ଗତ ଦୁଇଦିନ ହେଲା ବାଘ ଆତଙ୍କ ଦେଖାଯାଇଛି। ବାଘକୁ କେହି ଦେଖି ନ ଥିଲେ ମଧ୍ୟ ବନାଞ୍ଚଳ ଅନ୍ତର୍ଗତ ଆଡିଗୁଡ଼ି…
ଓଡ଼ଗାଁ ,୨୩।୭(ଆଦର୍ଶ କୁମାର ପଟ୍ଟନାୟକ)-ଗ୍ରାମର ଅନ୍ୟମାନଙ୍କ ଭଳି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ରୋଜଗାର କରିବାକୁ ଉଚିତ ମନେ କଲେନି ସେ। ଗଁ। ରେ ରହି…