ଆମ ଜିଲା ଖବର

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି।…

7 years ago

ଏସ୍‌ବିଆଇ ସମନ୍ବୟ ମେଳା:୪୧ ଏସ୍‌ଏଚ୍‌ଜିକୁ ଦିଆଯିବ ବିନା ସୁଧରେ ଋଣ

ଭୁବନ,୨୧।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ରବିବାର ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ନେଇ ସମନ୍ବୟ ମେଳା ଅନୁଷ୍ଠିତ…

7 years ago

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୨୧।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ଅଧୀନରେ ଥିବା ରାଇନାଳୀ, ହେମାମୁରା, ବାତ୍ରାଖୋଳ, ଲକ୍ଷ୍ମୀପୁର, ଟେଣ୍ଟୁଲୀ ଗ୍ରାମ ଗୁଡ଼ିକରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି।…

7 years ago

ବାଘୁଆ ପ୍ରକଳ୍ପରୁ ପାଣି ଛଡାଗଲା

ବୁଗୁଡ଼ା,୨୧ା୭(ଡି.ଏନ.ଏ.)- ବୁଗୁଡ଼ା ଜଳସେଚନ କାର୍ଯ୍ୟାଳୟ ପରିସରରେ ଜୁଲାଇ ୧୩ରେ ଅନୁଷ୍ଠିତ ବାଘୁଆ ପାଣି ପଞ୍ଚାୟତ ପ୍ରକଳ୍ପ କମିଟିର ନିଷ୍ପତ୍ତି ଅନୁଯାୟୀ ରବିବାର ଅପରାହ୍ନ ୪ଟାରେ ବାଘୁଆ ଡ୍ୟାମରୁ…

7 years ago

ଚୁଟିଆପଶିର ବିବାଦୀୟ ଜମିରେ ୧୪୪ ଧାରା ଜାରି କଲା ପ୍ରଶାସନ

ପାଟଣା,୨୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆପଶି ମୌଜାର ଏକ ସରକାରୀ ଜମିରେ ଉକ୍ତ ଗ୍ରାମର କୁମ୍ଭାରସାହି ପକ୍ଷରୁ ପାଲାମଣ୍ଡପ ନିର୍ମାଣ ଓ ଗୋପାଳସାହି ପକ୍ଷରୁ…

7 years ago

ଶେରଗଡରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଶେରଗଡ଼,୨୧।୭(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକର ଦୁଇ ପଞ୍ଚାୟତକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦିଲ୍ଲୀପ କୁମାର ମହାନ୍ତି ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ…

7 years ago

ନିଶାସକ୍ତ ଅବସ୍ଥାରେ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦ: ଧାରଣାରେ ବସିଲେ ଉଦଳା ଡାକ୍ତରଖାନା ଡାକ୍ତର, ରୋଗୀ ସେବା ବାଧାପ୍ରାପ୍ତ

ଉଦଳା,୨୧।୭(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ରବିବାର ଡାକ୍ତରମାନେ ଆଉଟ୍‌ ଡୋର ସେବା ବନ୍ଦ କରିବା ସହ ଧାରଣାରେ ବସିଛିନ୍ତି। ଫଳରେ ଡାକ୍ତରଖାନାରେ ରୋଗୀ ସେବା ଠପ୍‌ ହୋଇଯାଇଛି।…

7 years ago

ବସ୍‌କୁ ଧକ୍କା ଦେଲା ଅଟୋ, ୩ ଗୁରୁତର

ଉଦଳା,୨୧।୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଉଦଳା-ବାଲେଶ୍ୱର ରାସ୍ତାର ରଙ୍ଗାମାଟିଆ ଛକ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ବସ୍‌କୁ ଅଟୋ ଧକ୍କା ଦେବାରୁ ୩ ଜଣ…

7 years ago

ଝିଅ ଶାଶୁଘରେ ପଶି ଜ୍ୱାଇଁଙ୍କୁ ମାଡ଼, ସ୍ତ୍ରୀଙ୍କ ସମେତ ୪ ଅଟକ

ସଜନାଗଡ଼,୨୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବହରମ୍‌ପୁର ଥାନା ଅଧୀନ ଗରଡ଼ିହି ପଞ୍ଚାୟତ କଳାକାତ ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଘର ଲୋକଙ୍କ ମାଡ଼ରେ…

7 years ago

ଛେଣ୍ଡିପଦାରେ ବିଚାର ବିଭାଗୀୟ ଅଦାଲତ ଉଦ୍‌ଘାଟିତ: ମହିକିଲଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ

ଛେଣ୍ଡିପଦା,୨୧।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦରମହକୁମାରେ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦେୱାନୀ ବିଚାରପତି (କନିଷ୍ଠ ବିଭାଗ) ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ରବିବାର…

7 years ago