ଆମ ଜିଲା ଖବର

ଅଧିକ ମଦ ବିକିଲେ ପୁରସ୍କାର ପ୍ରସ୍ତାବ: ଅଭିଜ୍ଞତା ନୁହେଁ ଅପରିପକ୍ୱତା

ବଅଁରପାଳ, ୨୧ା୭ (ଡି.ଏନ.ଏ.)- ଜରାଟ, ମିଜୋରାମ, ନାଗାଲାଣ୍ଡ, ଲାକ୍ଷାଦୀପ ଓ ବିହାର ପରି ଗୋଟିଏ ପରେ ଗୋଟିଏ ରାଜ୍ୟ ମଦକୁ ନିଷେଧ କରିଥିବା ବେଳେ ଓଡ଼ିଶା ସରକାର…

7 years ago

ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୫ ଘଡ଼ିଆଳ

ବନ୍ତଳା, ୨୧ା୭(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଶୁକ୍ରବାର ଅପରାହ୍ନରେ ୫ଟି ଘଡିଆଳ କୁମ୍ଭୀର ଛଡାଯାଇଛି। ଏହି କୁମ୍ଭୀରଗୁଡିକୁ ନନ୍ଦନକାନନରୁ ସେଠାକୁ ନିଆଯାଇଛି।…

7 years ago

ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ଯତ୍ନବାନ ହେବାକୁ ନିର୍ଦ୍ଦେଶ

ସୋନପୁର,୨୧।୭(ନି.ପ୍ର.) ମୋ ସ୍କୁଲ ଅଭିଯାନ, ଗାରିମା ପୁରସ୍କାର ଓ ସବୁଦିନ ଯିବା ସ୍କୁଲ କାର୍ଯ୍ୟକ୍ରମ ସମ୍ପର୍କରେ ସୋନପୁର ବ୍ଲକସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାରାଜା ଉଚ୍ଚ…

7 years ago

ବ୍ୟସ୍ତବହୁଳ ସଡ଼କରେ ଝାଡ଼ଖଣ୍ଡୀ ହାତୀପଲ ଆତଙ୍କ: ରାସ୍ତାପାର୍ଶ୍ୱ ବୁଦା ସଫା କରିବାକୁ ଦାବି

ଭାପୁର, ୨୧।୭(ଡି.ଏନ.ଏ.) - ଢେଙ୍କାନାଳ ସଦର ଏବଂ ଓଡ଼ାପଡ଼ା ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ବ୍ୟସ୍ତବହୁଳ ରାସ୍ତାରେ ହାତୀଙ୍କ ବିଚରଣ ପଥଚାରୀଙ୍କ ଜୀବନକୁ ବିପଦରେ…

7 years ago

ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ

ଦେଓଗାଁ, ୨୧ା୭(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ…

7 years ago

କେନାଲ କାମକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା: କାମ ବନ୍ଦ କରାଇଲେ କ୍ଷତିଗ୍ରସ୍ତ

ଛେଣ୍ଡିପଦା,୨୧ା୭(ଡି.ଏନ.ଏ.) - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗେଡିଆ ସଜରାସାହିରୁ ପୁରୁଣାଗଡ ଲମ୍ବିଥିବା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କେନାଲ କାମକୁ ନେଇ ଶନିବାର ଉତ୍ତେଜନା ଦେଖାଦେଇଛି।…

7 years ago

ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଦାବି କଲା ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ

ନୟାଗଡ଼ ଅଫିସ,୨୧।୭-ନୟାଗଡ଼ ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଖୋଲିବା ପାଇଁ ଦାବି କରାଯାଇଛି। ନୟାଗଡ଼ରେ ମୁଖ୍ୟ ଡାକଘର ଥିବା ସହିତ ସେଠାରେ…

7 years ago

ମହାନଦୀ କୂଳର ମୃତ୍ତିକା କ୍ଷୟ ରୋକିବା ଚିନ୍ତା: ମଣିଭଦ୍ରାଠାରେ ପଥର ବୁରୁଜ କାର୍ଯ୍ୟ ନିମ୍ନମାନର, ମାଟି ଗଦା ଉପରେ ହେଉଛି ନିର୍ମାଣ

ଗଣିଆ,୨୧ା୭ (ଡି.ଏନ.ଏ.): ମହାନଦୀ ପ୍ରଖର ଜଳସ୍ରୋତକୁ ମନ୍ଥର କରିବା ଓ କୂଳର ମୃତ୍ତିକା ଅବକ୍ଷୟ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ ନୟାଗଡ଼…

7 years ago

ମୂଷା ଭୟ: ଝିଅ ଶବ ଜଗିବସିଲେ ମା’

ଅନୁଗୋଳ ଅଫିସ, ୨୧।୭ - ଅନୁଗୋଳ ମେଡିକାଲ ଶବ ବ୍ୟବଚ୍ଛେଦ ଗୃହରୁ ଜଣେ ଶିଶୁକନ୍ୟାର ଦୁଇ ଆଖି ଗାଏବ ଅଭିଯୋଗ ଅନ୍ୟ ମୃତକଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଏକ…

7 years ago

ଏନ୍‌ଟିପିସି ମୁଖ୍ୟ ମହାପ୍ରବନ୍ଧକଙ୍କ ପଦୋନ୍ନତି

ତାଳଚେର, ୨୧ା୭(ନି.ପ୍ର.) - କଣିହାଁ ସ୍ଥିତ ଏନ୍‌ଟିପିସିର ମୁଖ୍ୟ ମହାପ୍ରବନ୍ଧକ ରମେଶବାବୁ ଭିଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ପଦୋନ୍ନତି ହୋଇଛି। ଗତ ୧୭ରେ ସେ ନୂତନ…

7 years ago