ଆମ ଜିଲା ଖବର

୬ ମାସରେ ଗଲାଣି ୨୩୧ ଜୀବନ

ଛତ୍ରପୁର,୨୦ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି ା ଜିଲାରେ ଗତ ୬ ମାସ ମଧ୍ୟରେ ହୋଇଥିବା ୪୧୧ ଦୁର୍ଘଟଣାରେ ୨୩୧ ଜଣଙ୍କ…

7 years ago

ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ,୨୦ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ…

7 years ago

ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟଚାଲାଣ, ଟ୍ରକ ଜବତ

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗତ ଗୁରୁବାର ରାତିରେ ଦୁର୍ଘଟଣାରେ ରାମଚନ୍ଦ୍ର ଗୌଡ଼ ଓ କୃଷ୍ଣ ନାଇକଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁକ୍ରବାର…

7 years ago

ଭୁଜାଲି ମାଡ଼ରେ ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଗଣ୍ଡାଧର ପଞ୍ଚାୟତର ବିରୂପାକ୍ଷ ନାୟକଙ୍କୁ ଶୁକ୍ରବାର ଭୁଜାଲିରେ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଗନ୍ନାଥପ୍ରସାଦ ଓ ପରେ ବ୍ରହ୍ମପୁର…

7 years ago

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ

ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ ଡାକ୍ତର…

7 years ago

ଟ୍ୟୁଶନ ନ ପଢ଼ିଲେ ମାର୍କ ଦେଉନାହାନ୍ତି ଅଧ୍ୟାପକ

ବ୍ରହ୍ମପୁର ଅଫିସ୍‌,୨୦ା୭-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି । ଯେଉଁ ଛାତ୍ରୀମାନେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ…

7 years ago

କାଞ୍ଜିପାଣି ଆଶ୍ରମ ସ୍କୁଲ ଅସଦାଚରଣ ମାମଲା: ପ୍ରଧାନଶିକ୍ଷକ ନିଲମ୍ବିତ

କେନ୍ଦୁଝର ୨୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଞ୍ଜିପାଣି ଠାରେ ଥିବା ଆଶ୍ରମ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କ ପ୍ରତି ଅସଦାଚରଣ ପ୍ରଦର୍ଶନ କରିବା ମାମଲାରେ…

7 years ago

ଲଙ୍କାଗୁଣ୍ଡ ପକାଇ ୧. ୬୬ ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ମହିଳା କର୍ମଚାରୀ ଓ ତାଙ୍କ ପ୍ରେମିକ ଗିରଫ

ଚାନ୍ଦବାଲି, ୨୦ା୭ (ଡି.ଏନ.ଏ.) - ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କଠାରୁ ୧ ଲକ୍ଷ ୬୬ ହଜାର…

7 years ago

ବ୍ରାଉନସୁଗାର ଜବତ: ଜଣେ ଗିରଫ

ଭଦ୍ରକ ଅଫିସ, ୨୦।୭ - ଭଦ୍ରକ ଜିଲା ଅବକାରୀ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ଅପରାହ୍ନରେ ଚଢ଼ାଉ କରି ଆରଡ଼ି ଛକ ନିକଟରୁ ୭ ଗ୍ରାମ୍‌ର…

7 years ago

୧୮ ହଜାର ହେକ୍ଟର ଚାଷଜମି ପଡ଼ିଆ

ତିହିଡ଼ି, ୨୦।୭ (ଡି.ଏନ.ଏ.) - ଆଷାଢ଼ ଯାଇ ଶ୍ରାବଣ ହେଲା। ଜମିରେ ଧାନ ଗଛଟିଏ ବସି ପାରିଲା ନାହିଁ। ଦୀର୍ଘଦିନ ଧରି ବର୍ଷା ଛାଡ଼ି ଯାଇଥିବାରୁ ଧାନ…

7 years ago