ଆମ ଜିଲା ଖବର

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ପରିସରରେ ହୋହଲା

ଉଦଳା,୧୯ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ ଘଡେଇ(୨୬)…

7 years ago

ଚାଷ ପାଇଁ ପାଣି ନାହିଁ: ମେଗା ପ୍ରକଳ୍ପ ଅଫିସ୍‌ରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡା, ୧୯।୭ (ଡି.ଏନ.ଏ): ଅନିୟମିତ ବର୍ଷା ଯୋଗୁ ଘଣ୍ଟାପଡା ଅଞ୍ଚଳରେ ଧାନଚାଷ ଉଜୁଡିବାକୁ ବସିଲାଣି । ଆଷାଢ଼ ମାସ ସରି ଶ୍ରାବଣ ହେଲା, ବର୍ଷାର ନାଁ ଗନ୍ଧ…

7 years ago

ବିକାଶ ଲାଗି ଅଣ୍ଟା ଭିଡିଲା ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ

ରୂପ୍‌ସା,୧୯।୭(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ରୂପ୍‌ସା ଡାକବଙ୍ଗଳାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରୂପ୍‌ସା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଦଳମତ…

7 years ago

ବ୍ୟାପୁଛି ଜଣ୍ଡିସ୍‌, ୨ ମୃତ: ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବାଲେଶ୍ୱର ଅଫିସ,୧୯।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧ନଂ. ଓ ୨ନଂ. ୱାର୍ଡ଼ରେ ଜଣ୍ଡିସ୍‌ରେ ୨ଜଣ ପ୍ରାଣ ହରାଇଥିବାବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ‘ଆଚ୍ଛା’ ସ୍ବେଚ୍ଛାସେବୀ…

7 years ago

ସ୍ନାତକୋତ୍ତର ପରୀକ୍ଷାଫଳ: ୫ ବିଭାଗରେ ଛାତ୍ରୀ ଟପ୍ପର

ଭଦ୍ରକ ଅଫିସ, ୧୯।୭ - ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଶୁକ୍ରବାର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ପ୍ରକାଶ ପାଇଛି। ମୋଟ ୭ଟି ବିଭାଗ ମଧ୍ୟରୁ ୫ଟିରେ ଛାତ୍ରୀ ଟପ୍ପର ହୋଇଛନ୍ତି।…

7 years ago

ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଘଟଣା: ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ କେନ୍ଦ୍ରାପଡା ଏସ୍‌ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଆନନ୍ଦପୁର,୧୯। ୭(ସ୍ବ.ପ୍ର.): ଗତ ୧୭ ତାରିଖ ବୁଧବାର ଦିନ ପାଟକୁରା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ସମୟରେ କେନ୍ଦ୍ରାପଡ଼ା ଏସ୍‌ପି ଜଣେ ବୈଦ୍ୟୁତିକ ଗଣମାଧ୍ୟମ…

7 years ago

ମୋଟୁର ସିଲେରୁ ନଦୀରେ ସେତୁ ନିର୍ମାଣ ପରେ ୩୩୨ ମିଟର ଆପ୍ରୋଚ ରୋଡ୍‌ ନିର୍ମାଣରେ ପ୍ରଶାସନର ବିଳମ୍ବ: ଗ୍ରାମବାସୀ ନିର୍ମାଣ କଲେ ରାସ୍ତା

ମାଲକାନଗିରି,୧୯।୭(ଡି.ଏନ୍‌.ଏ): ଗୁରୁପ୍ରିୟା ସେତୁ ପରେ ମାଲକାନଗିରି ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଅନ୍ୟ ଏକ ସ୍ବପ୍ନ ମୋଟୁର ସିଲେରୁ ନଦୀ ଉପରେ ପୋଲ ନିର୍ମାଣ ପରେ ମଧ୍ୟ କେବଳ…

7 years ago

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଧୁଙ୍ଗିଆପୁଟ…

7 years ago

ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା…

7 years ago

ଚୋରି ଟିପ୍ପର ଝାଡ଼ଖଣ୍ଡରୁ ଉଦ୍ଧାର : ଅଭିଯୁକ୍ତ ଚମ୍ପଟ

ବଡ଼ବିଲ,୧୯।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହିରୁ ଗୁରୁବାର ବିଳମ୍ବିତ ରାତିରେ ଏକ ହାଇଓ୍ବା ଟିପ୍ପର ଚୋରି ହୋଇଯାଇଥିଲା। ଖବରପାଇ ପୋଲିସ ଟିପ୍ପରର ପିଛା କରିଥିଲା।…

7 years ago