ଆମ ଜିଲା ଖବର

ଚିକିତ୍ସାଳୟରୁ ମୃତା ନାବାଳିକାଙ୍କ ଆଖି ତାଡ଼ିନେବା ଅଭିଯୋଗ

ଅନୁଗୋଳ ଅଫିସ,୧୯।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜିଲା ଚିକିତ୍ସାଳୟର ମୃତଦେହ ରଖାଯାଉଥିବା ପ୍ରକୋଷ୍ଠରେ ତୃପ୍ତି ଗୋଚ୍ଛାୟତ ନାମକ ଜଣେ…

7 years ago

ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା

ରାଜନଗର,୧୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ…

7 years ago

ଘଣ୍ଟାପଡ଼ା ମେଗା ପଏଣ୍ଟରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡ଼ା,୧୯।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ତମ୍ବାସିନା(ଘଣ୍ଟାପଡ଼ା)ରେ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କ ଉନ୍ନତି ପାଇଁ ଏକ ମେଗା ପଏଣ୍ଟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଏଲ୍‌ଏନ୍‌ଟି କମ୍ପାନୀକୁ…

7 years ago

ଅଗ୍ନିକାଣ୍ଡ: ୬ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର, ୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦେଉଳଡ଼ିହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବୈଷ୍ଣବ ଜେନାଙ୍କ ଗୁହାଳ ସଂପୂଣ୍ଣ ଜଳିଯାଇଛି। ଗୁହାଳରେ ଥିବା…

7 years ago

ଅଧାପନ୍ତରିଆ ହୋଇ ପଡ଼ିରହିଛି ପାଇଖାନା, ବିଲ୍‌ କରି ନେଇଛନ୍ତି ସ୍ବେଚ୍ଛାସେବୀ

ନାଉଗାଁ,୧୯।୭(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ତିରୁଣା ପଞ୍ଚାୟତର ଦହିପାଳ ହରିଜନ ସାହିରେ ସ୍ବଚ୍ଛ ଭାରତ ଅଭିଯାନରେ ନିର୍ମାଣ କରାଯାଇଛି ପାଇଖାନା। ମାତ୍ର ପାଇଖାନା ନିର୍ମାଣ…

7 years ago

ଆର୍ଥିକ ଅନଟନ : ନାତିକୁ ବିକିଲେ ଆଈ

ସୋନପୁର,୧୯ା୭(ନି.ପ୍ର.): ଆର୍ଥିକ ଅନଟନ ଯୋଗୁ ଆଈ ନିଜର ୧ ବର୍ଷର ନାତିକୁ ଝିଅଠାରୁ ଅଲଗା କରି ଅନ୍ୟତ୍ର ବିକ୍ରି କରିବାକୁ ପଛାଇ ନାହାନ୍ତି। ସୁବର୍ଣ୍ଣପୁର ଜିଲା ବିନିକା…

7 years ago

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ ସମାଜରେ…

7 years ago

ଡିଜିଟାଇଜେଶନ ମାଧ୍ୟମରେ ମିଳିବ କୁପୋଷଣଜନିତ ତଥ୍ୟ: ରାଜ୍ୟରେ ଗଣିଆ ବ୍ଲକରେ ପାଇଲଟ ପ୍ରକଳ୍ପ ଆରମ୍ଭ

ନୟାଗଡ଼ ଅଫିସ/ ଗଣିଆ(ଡି.ଏନ.ଏ.),୧୯।୭-ଜାତୀୟ ପୋଷଣ ପ୍ରତିଷ୍ଠାନ, ହାଇଦ୍ରାବାଦ ଏବଂ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ସମନ୍ବୟରେ ଗୁରୁବାର ଗଣିଆ ବ୍ଳକ କାର୍ଯ୍ୟାଳୟ ପରିସରରେ ଏକ…

7 years ago

ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ପରଲୋକ

ଓଡ଼ଗାଁ,୧୯।୭(ସ୍ବ.ପ୍ର.)-ନୟାଗଡ଼ ଜିଲାର ଶତାୟୁ ସ୍ବାଧୀନତା ସଂଗ୍ରାମୀ ବୀରଭଦ୍ର ଆଚାରୀଙ୍କ ଓଡ଼ଗାଁ ବ୍ଲକ ବଡପୁଟ ଗ୍ରାମସ୍ଥିତ ତାଙ୍କ ବାସଭବନରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୩…

7 years ago

ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବୋଲଗଡ଼,୧୯ା୭(ଡି.ଏନ.ଏ.)-ନିର୍ବାଚନ କାର୍ଯ୍ୟ ଚାଲିଥିବାବେଳେ କେନ୍ଦ୍ରାପଡ଼ା ପାଟକୁରାଠାରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଏସ୍‌ପିଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ହୋଇଛି। ଓଡ଼ିଶା ୟୁନିୟନ ଅଫ୍‌…

7 years ago