ଆମ ଜିଲା ଖବର

ଓଡିଆର୍‌ପି ଘରେ ନ ରହିଲେ ତାଲିକାରୁ ବାଦ୍‌

ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍‌ପି ଘର ପାଇଥିବା ବ୍ୟକ୍ତି…

7 years ago

ଜିଲାପାଳ ଡାକିଲେ ବୈଠକ: ଗଞ୍ଜାମରେ ସ୍ବଳ୍ପ ବୃଷ୍ଟି, ଆଶଙ୍କାରେ ଚାଷୀ

ଛତ୍ରପୁର,୧୯ା୭(ଡି.ଏନ.ଏ)- ଗଞ୍ଜାମ ଜିଲାରେ ସ୍ବଳ୍ପ ବୃଷ୍ଟି ଯୋଗୁ ଚାଷକାର୍ଯ୍ୟ ବ୍ୟାହତ ହୋଇଛି। ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କୃଷି ବିଭାଗ ସହ…

7 years ago

ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ

ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ…

7 years ago

ପୋଖରୀରେ ବୁଡ଼ିଗଲେ ଦିବ୍ୟାଙ୍ଗ

ପୁରୁଷୋତ୍ତମପୁର,୧୯ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ବାଳକେଶ୍ୱରପୁର ଗ୍ରାମରେ ବୁଧବାର ପୋଖରୀରେ ଗାଧୋଇବାବେଳେ ବୁଡିଯାଇ ଜଣେ ଦିବ୍ୟାଙ୍ଗଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍‌. ହରିକୃଷ୍ଣ ରେଡ୍ଡୀ(୫୫)। ହରିକୃଷ୍ଣ ଗାଧୋଇବାବେଳେ…

7 years ago

ୟୁପି ସ୍କୁଲ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ ହେବାର ୪ବର୍ଷ ବିତିଲା: ଶିକ୍ଷକ ନିଯୁକ୍ତି ହେଉନି, ଶିକ୍ଷାଦାନ ବାଧାପ୍ରାପ୍ତ

ଶେରଗଡ,୧୯ା୭(ଡି.ଏନ.ଏ.)- ଶେରଗଡ ବ୍ଲକରେ ଗତ ୨୦୧୪ରେ ୧୪ଟି ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷାବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଯାଇଥିଲା। ଉଦ୍ଦେଶ୍ୟ ଥିଲା ଛାତ୍ରୀଛାତ୍ରମାନେ ଗୋଟିଏ ବିଦ୍ୟାଳୟରେ ମାଟ୍ରିକ…

7 years ago

ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ…

7 years ago

ଆଶ୍ରମ ସ୍କୁଲରେ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ ଗିରଫ, ପୋଲିସର ତଦନ୍ତ ଜାରି

କେନ୍ଦୁଝର,୧୯ା୭ (ସ୍ବ.ପ୍ର.)-କେନ୍ଦୁଝର କାଞ୍ଜିପାଣିରେ ଥିବା ଆଶ୍ରମ ସ୍କୁଲରେ ଛାତ୍ରୀମାନଙ୍କୁ ନିର୍ଯାତନା ଦିଆଯିବା ସହ ଅସଦାଚରଣ କରାଯାଉଛି ା ପ୍ରଧାନଶିକ୍ଷକ ଅଧିକାଂଶ ସମୟରେ ଛାତ୍ରୀମାନଙ୍କୁ ନିଜର ବ୍ୟକ୍ତିଗତ କାମରେ…

7 years ago

ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ…

7 years ago

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌ ନିର୍ମାଣ…

7 years ago

ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ

ତିହିଡ଼ି, ୧୯।୭ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍‌ଏମ୍‌ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦…

7 years ago