ଅତାବିରା, ୧୧।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ବୁଢ଼ାବୁଢ଼ି, ବିଧବା, ଛାର୍ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ, ମଧୁବାବୁ ଲେଖେଁ ପେନ୍ସନ ଯୋଜନାରେ ସାମିଲ କରି ଫିମାସ…
ଗାଇସିଲେଟ, ୧୧ା୬(ଡି.ଏନ୍.ଏ): ବରଗଡ଼ ଜିଲା ଗାଇସିଲେଟ ବ୍ଲକ ବୁରୋମୁଣ୍ଡା ପଁଚେତ୍ ବଇଦପାଲି ଗଁାର ବିଧବା ମହିଲା ସତ୍ୟଭାମା ସାହୁ। ଆଏଜ୍କେ ୫ ବଛର ତଲେ ଆପ୍ନେ ନରହରି…
ଲାଠୋର, ୧୧ା୬ (ଡି.ଏନ୍.ଏ) : ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ତଲିପଡ଼ାର ଗୁଟେ ଛେଉଁଡ୍ ଛୁଆର ବାବ୍ଦେ ଗଲା ୬ ତାରିଖ ଗୁରୁବାର ଧରିତ୍ରୀ…
ଲାଠୋର, ୧୧ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଅଧିନ ବାଞ୍ଜିପାଲି ଗଁାର ସୁରେନ୍ଦ୍ର ତାଣ୍ଡି। ଭିନ୍ନକ୍ଷମ ସୁରେନ୍ଦ୍ର ଝନେ ସ୍ନାତକ। ଘରେ ରୁଗୀଆ ମା’ ସଂଗେ ଦୁଇ…
ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା ଓ…
ଫୁଲବାଣୀ ଅଫିସ,୧୧।୬ - ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି…
ହିଞ୍ଜିଳିକାଟୁ,୧୦।୬(ଡି.ଏନ୍.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨…
ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି…
ତୁମୁଡିବନ୍ଧ,୧୦।୬(ଡି.ଏନ୍.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ…
ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ…