ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି…
ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା…
ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ…
ଭୋଗରାଇ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ରସଲପୁର ଗ୍ରାମର ସତ୍ୟେନ୍ଦ୍ର ଜେନା (୫୨) ସୋମବାର ମଧ୍ୟାହ୍ନରେ ବିଲକୁ ଯାଇ ଥିବାବେଳେ ଅସହ୍ୟ ଗୁଳୁଗୁଳି ଓ ଖରାରେ…
ସୋର, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ରେଳ ଷ୍ଟେଶନଠାରେ ସୋମବାର ପୂର୍ବାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍ରେ ହଠାତ୍ ନିଅଁା ଲାଗିଯାଇଥିଲା। ଡ୍ରାଇଭର ଏହା ଜାଣିପାରି ଟ୍ରେନକୁ ଅଟକାଇଥିଲେ।…
ବସ୍ତା, ୧୦।୬(ସ୍ବ.ପ୍ର.)-ଭିଜିଲାନ୍ସ ଓ ବନବିଭାଗ ପକ୍ଷରୁ ସୋମବାର ମିଳିତ ଭାବେ ଚଢ଼ାଉ କରାଯାଇ ଦୁଇଟି ସ୍ଥାନରେ ବେଆଇନ ଭାବେ ଚାଲିଥିବା କରତ କଳରୁ ପ୍ରାୟ ୬ ଲକ୍ଷ…
ନୂଆପଡା ଅଫିସ,୧୦ା୬:ଓଡିଶା ହାଇକୋର୍ଟ ନୂଆପଡ଼ା ଜିଲା ଭୈଷାଁଟାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ବଲୋଦାରେ ନିର୍ମାଣ କରିବାକୁ ଚୂଡାନ୍ତ ରାୟ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ରୁ ଊର୍ଦ୍ଧ୍ୱ…
ଜୟପୁର,୧୦।୬(ଡି.ଏନ୍.ଏ.)ଜୟପୁର ବ୍ଲକର ରଣ୍ଡାପାଲୀରେ ରାଜ୍ୟ ସରକାରଙ୍କ ଏକ ସରକାରୀ ପଲିଟେକନିକ ୨୦୧୪ରୁ ପ୍ରତିଷ୍ଠା ହୋଇଛି। କିନ୍ତୁ ଜିଲାର ଉପାନ୍ତ ବ୍ଲକର ଛାତ୍ରୀଛାତ୍ର ପଲିଟେକନିକକୁ ନେଇ ସଚେତନ କିମ୍ବା…
ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ବିଭିନ୍ନ ସ୍ଥାନରୁ ବେଆଇନ ଭାବେ ବାଲି ଓ ପଥର ଚାଲାଣ ହେଉଥିଲା। ସୋମବାର ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ…
ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନ୍ପୁରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦମୟନ୍ତୀ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ଛାର୍ଖାର ହୋଇଛି। ଅଗ୍ନିଶମ କର୍ମଚାରୀ…