ଆମ ଜିଲା ଖବର

ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ

ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ…

7 years ago

ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ ଅଘଟଣର…

7 years ago

ବିଦ୍ୟୁତ୍‌ ତାର ଛିଣ୍ଡି ୧ ମଇଁଷି, ୨ ପୋଢ ମୃତ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର)-ନିଶା ଶିଳ୍ପାଞ୍ଚଳ ଥାନା ପିତାବଳି ଛକ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ରବିବାର ଗୋଟିଏ ମଇଁଷି ଓ ୨ଟି ପୋଢ଼ର ମୃତ୍ୟୁ ଘଟିଛି। ଘଟଣାରୁ…

7 years ago

ବିଧବା ମହିଳାଙ୍କୁ ଆକ୍ରମଣ, ୩ ଗିରଫ

ବଇଣ୍ଡା,୧୪।୭(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅମାସମା ଗ୍ରାମର ବିଧବା ମହିଳା ହୀରା ପ୍ରଧାନଙ୍କୁ ସେହି ଗ୍ରାମର ରବି ପ୍ରଧାନ, ଶ୍ରୀରାମ ପ୍ରଧାନ, ଭାଗୀରଥି ପ୍ରଧାନ ଠେଙ୍ଗାରେ ଆକ୍ରମଣ…

7 years ago

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି।…

7 years ago

ସୋସିଆଲ ମିଡିଆରେ ନାବାଳିକାଙ୍କୁ ପ୍ରେମ ନିବେଦନ:ଯୁବକଙ୍କୁ ପୋଲିସ ଜିମାଦେଲେ ଗ୍ରାମବାସୀ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଯାଜପୁର ଅଞ୍ଚଳର ଜଣେ ଯୁବକ ସୋସିଆଲ ମିଡିଆରେ ପ୍ରେମ ନିବେଦନ କରି ହଟହଟା ହୋଇଛନ୍ତି। ଖବର ମୁତାବକ ଯୁବକ…

7 years ago

ଏଟିଏମ୍‌ରେ ତାଲା ଯୋଗୁ ଗ୍ରାହକ ହନ୍ତସନ୍ତ

କୃଷ୍ଣପ୍ରସାଦ,୧୪ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟ ଷ୍ଟେଟବ୍ୟାଙ୍କ ଏଟିଏମ୍‌ କେନ୍ଦ୍ରଟିକୁ ଗତ ଜୁନ୍‌ ୧୩ ତାରିଖରେ କେହି ଦୁବୃର୍ତ୍ତ ଟଙ୍କା ଲୁଟ୍‌ ନିମନ୍ତେ ଭାଙ୍ଗି ଦେଇଥିଲେ। ଏହା…

7 years ago

ବିଜୟଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ପାଟକୁରା,୧୪।୭(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ବିଜୟ ମହାପାତ୍ର ରାଜ୍ୟର…

7 years ago

ଦୁର୍ଗମ କହମପଡ଼ି ଗାଁରେ ବିଧାୟକ ସାଲୁଗା

ଦାରିଙ୍ଗବାଡ଼ି,୧୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗାଁ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା…

7 years ago

ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି…

7 years ago