ଜୟପୁର, ୫।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରି ସରକାର ଗଢିଥିବା…
ମହାକାଳପଡ଼ା,୫।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନୀତି ପଞ୍ଚାୟତର ସ୍ଥାନୀୟ ବେଣାକନ୍ଧା ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇ…
ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟ…
ଦାରିଙ୍ଗବାଡ଼ି,୫।୬(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇ ଘରୁ ବାହାରକୁ ବାହାରି…
ଭୁବନେଶ୍ୱର,୫।୬: ଭୁବନେଶ୍ୱରରୁ ଝାରୁସୁଗୁଡା ଓ ରାୟପୁରକୁ ବିମାନ ସେବା ବୁଧବାରରୁ ଆରମ୍ଭ ହୋଇଛି। ଭୁବନେଶ୍ୱରୁ ପ୍ରଥମ ବିମାନ ଉଡାଣ ଭରି ଝାରସୁଗୁଡାରେ ପହଞ୍ଚିଛି। ପୁଣି ଝାରସୁଗଡାରୁ ଭୂବନେଶ୍ୱରକୁ…
ମୁନିଗୁଡ଼ା,୫।୬(ଡି.ଏନ୍.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ମୁସ୍ଲିମ୍ ସଂପ୍ରଦାୟର ଲୋକଙ୍କ ପକ୍ଷରୁ ଇଦ୍ ପର୍ବ ମହା ଆଡ଼ମ୍ବର ସହ ପାଳିତ ହୋଇଛି। ମୁନିଗୁଡ଼ା ମୁସଲିମ୍ ସଂଘର ସଭାପତି ଏମ୍ଡି…
ଦାରିଙ୍ଗବାଡ଼ି,୫।୬(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତରେ ବିଦ୍ୟୁତ୍ ମରାମତି କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ ଆଘାତ ଲାଗିବାରୁ ଜଣେ ଯୁବକ ଗୁରୁତର ହୋଇପଡ଼ିଛନ୍ତି। ସେ…
ବ୍ରହ୍ମପୁର ଅଫିସ,୫।୬: ପଲିଥିନ୍ ଓ ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ପଲିଥିନ୍ ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରର ଭୟାବହତା…
ଦାରିଙ୍ଗବାଡ଼ି,୫।୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ଗଦଡ଼ି ଗ୍ରାମରେ ସାପକାମୁଡ଼ାରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଇଟି ପ୍ରଧାନ ା…
କେନ୍ଦୁଝର, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ମୁସଲମାନଙ୍କ ପର୍ବ ଇଦ୍ ଧୂମ୍ଧାମରେ ପାଳିତ ହୋଇଯାଇଛି। ଭାଇଚାରାର ଏହି ପର୍ବରେ ମୁସଲମାନ ସମ୍ପ୍ରଦାୟର ଲୋକମାନେ ସକାଳୁ ବିଭିନ୍ନ…