ଆମ ଜିଲା ଖବର

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ - ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ କରିବା…

7 years ago

କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା

ତାଳଚେର, ୧୧ା୭ - ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ…

7 years ago

ଅନୁଗୋଳ, ବଅଁରପାଳ ଖେଳାଳିଙ୍କୁ ଉପେକ୍ଷା : ନିର୍ମାଣ ହୋଇନି ମିନି ଷ୍ଟାଡିୟମ

ଅନୁଗୋଳ ଅଫିସ, ୧୧।୭ - କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା ଉଦ୍ଦେଶ୍ୟରେ…

7 years ago

କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୧।୭ - ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ…

7 years ago

ଏଟିଏମ୍‌ ଠକ ଗିରଫ : ୫୯ ହଜାର ଟଙ୍କା, ୯ କାର୍ଡ ଜବତ

ଆସିକା,୧୧ା୦୭ (ଡି.ଏନ୍‌.ଏ.)-ଏଟିଏମ୍‌କୁ ଟଙ୍କା ଉଠାଣ ପାଇଁ ଯାଉଥିବା ଅନଭିଜ୍ଞ ବ୍ୟକ୍ତିଙ୍କୁ ସହାୟତା କରିବା ଆଳରେ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଆସିକା ପୋଲିସ ଗିରଫ କରିଛି। ସେ…

7 years ago

୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି…

7 years ago

ନକଲି ଖବରଦାତା ଗିରଫ

ବ୍ରହ୍ମପୁର ଅଫିସ,୧୧ା୭:-ଗୋଷାଣୀନୂଆଗଁ। ପୋଲିସ ଧମକ ଚମକ ଦେଉଥିବା ଅଭିଯୋଗରେ ଜଣେ ନକଲି ଖବରଦାତାଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ପ୍ରସାଦ କୁମାର ସାହୁ। ମାମଲା ନଂ.…

7 years ago

୫୦ଫୁଟ ତଳକୁ ଖସିଲା ଅଟୋ, ୧୪ ଆହତ

ରାମଗିରି,୧୧ା୭(ଡି.ଏନ.ଏ.): ଗଜପତି ଜିଲା ରାମଗିରି ଥାନା ବଡ଼ଗଁ। ନିକଟସ୍ଥ ମାଙ୍କଡ଼ଡ଼ଇଁ। ଘାଟି ବୁଲାଣିରେ ବୁଧବାର ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ…

7 years ago

ପଣ୍ଡା କଲୋନୀରେ ଆତଙ୍କରାଜ

ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ…

7 years ago

ଆଙ୍କୋରଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ, ସରପଞ୍ଚ ଅଟକ

ଦିଗପହଣ୍ଡି,୧୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ. ୱାର୍ଡ ନୀଳାଦ୍ରି ବିହାରରେ ରହୁଥିବା ବିଜେଡି ନେତା ତଥା ଆଙ୍କୋରଡା ସରପଞ୍ଚ ଉସନ୍ତ କୁମାର ସାହୁଙ୍କ ୨ ମହଲା…

7 years ago