ଆମ ଜିଲା ଖବର

ବିଭିନ୍ନ ଦାବି ନେଇ ମୋଦିସେନା ସେବାସଂଘର ଧାରଣା

ଚାନ୍ଦବାଲି,୮।୭(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଅଧୀନସ୍ଥ ଚାନ୍ଦବାଲି ଅଞ୍ଚଳର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୋଦିସେନା ସେବା ସଂଘ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଏହିକ୍ରମରେ ୫ଦଫା…

7 years ago

ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା, ସ୍ବାମୀ ଅଟକ

ସୁନ୍ଦରଗଡ଼,୮।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସୁବଳିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଘରୋଇ କଳିକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟି ହତ୍ୟା…

7 years ago

ଦାରିଙ୍ଗବାଡ଼ିରେ ପ୍ରକୃତି ବଞ୍ଚାଇବାକୁ ଉଦ୍ୟମ, ସାମୁହିକ ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୮।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ବନାଞ୍ଚଳର ସାରିଙ୍ଗିଇର୍ପି ପାହାଡ଼ ନିକଟରେ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ସ୍ଥାନୀୟ ବିଧାୟକ ସାଲୁଗା…

7 years ago

ପାଣି ଘେରରେ ବଗପାଟିଆର ୫ଶହ ପରିବାର

ରାଜନଗର, ୮।୭(ଡି.ଏନ.ଏ.): ଗତ ଏକ ସପ୍ତାହ ଧରି ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ରାଜନଗର ବ୍ଲକ ଗୁପ୍ତି ପଞ୍ଚାୟତର ବଗପାଟିଆ ଠାରେ ବସବାସ କରୁଥିବା…

7 years ago

ନକଲି କାଗଜପତ୍ରରେ ଋଣ, ୨୯ ଲକ୍ଷ ୪୦ ହଜାର ଟଙ୍କା ହଡ଼ପ : ଫାଇନାନ୍ସ କମ୍ପାନୀର ୨ କର୍ମଚାରୀ ଗିରଫ

ସମ୍ବଲପୁର,୮।୭(ବ୍ୟୁରୋ) : ସ୍ପନ୍ଦନ ନାମକ ଫାଇନାନ୍ସ କମ୍ପାନୀର ୨ଜଣ ଅଧିକାରୀ କମ୍ପାନୀର ୨୯ ଲକ୍ଷ ୪୦ ହଜାର ୬୫ ଟଙ୍କା ଠକେଇ କରିଛନ୍ତି। ସେମାନେ ହେଲେ ଝାରସୁଗୁଡ଼ା…

7 years ago

ମୟୂରଭଞ୍ଜ ଏମ୍‌ପିଙ୍କୁ ରଥ କର୍ଡନକୁ ନ ଛାଡ଼ିବା ଘଟଣା : ଭିଡିଓ ଭାଇରାଲ୍‌, ତଦନ୍ତ କରିବେ ଏସ୍‌ପି

ବାରିପଦା ଅଫିସ,୮।୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଘନ ଘନ ବୈଠକ…

7 years ago

କାଦୁଅ ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ମାଲକାନଗିର,୮।୭ (ଡି.ଏନ୍‌.ଏ): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ…

7 years ago

ରୋଗଣା ମା’ଙ୍କୁ ଜାଳିଦେବା ଘଟଣା : ଅଭିଯୁକ୍ତ ପୁଅ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ/ ପାଟଣାଗଡ/ ବେଲପଡା, ୮।୭ (ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ରାଡବାହାଲ ଗାଁରେ ଶଯ୍ୟାଶାୟୀ ବୃଦ୍ଧା ମା’ଙ୍କ ଦେହରେ କିରୋସିନ ଢାଳି…

7 years ago

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର…

7 years ago

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ):  କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ ହେଇଥିଲାବେଲେ…

7 years ago