ଆମ ଜିଲା ଖବର

ଜିଲା ଶିକ୍ଷା ବ୍ୟବସ୍ଥାରେ ବିଚିତ୍ର ନୀତି : ଛୁଟିଦିନରେ ବି ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଇଥିବା ଦର୍ଶାଯାଇଛି

ମାଲକାନଗିରି,୬ା୭(ଡି.ଏନ୍‌.ଏ.): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ସରକାର ମଧ୍ୟାହ୍ନଭୋଜନର ବ୍ୟବସ୍ଥା କରିଛନ୍ତି। କିନ୍ତୁ ସରକାରୀ ଛୁଟି ଦିନଗୁଡ଼ିକରେ ଏହି ବ୍ୟବସ୍ଥା ନ ଥିଲେ ମଧ୍ୟ…

7 years ago

ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି।…

7 years ago

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ…

7 years ago

ନୃଶଂସ ପୁଅଙ୍କ ଅମାନବୀୟ କାଣ୍ଡ: ବାପାଙ୍କୁ ଠେଙ୍ଗାରେ ପିଟି ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ପାଟଣାଗଡ଼, ୬।୭ (ଡି.ଏନ୍‌.ଏ.): ସାମାନ୍ୟ ବଚସାକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ମାଡ଼ମାରିବା ପରେ ଶଯ୍ୟାଶାୟୀ ମା’ଙ୍କୁ ଜିଅନ୍ତା ଜାଳିଦେଲେ ପୁଅ। ଏଭଳି ଏକ ସ୍ପର୍ଶକାତର ଘଟଣା ଘଟିଛି…

7 years ago

ପୁରୁଣା ବୋରିଗୁମ୍ମା ପୋଲ ଉପରେ ୫ ଫୁଟର ଜଳ: ୧୫ ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ

ଜୟପୁର, ୬।୭(ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ପୁରୁଣା ବୋରିଗୁମ୍ମାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା। ଫଳରେ ଯାତାୟାତ ପାଇଁ ଏକ ଅସ୍ଥାୟୀ ରାସ୍ତା…

7 years ago

ବରସାହି କୋଠଘରେ ଅଗ୍ନିକାଣ୍ଡ

ଛେଣ୍ଡିପଦା,୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବରସାହି ଗ୍ରାମ କୋଠଘରେ ଶନିବାର ସକାଳେ ଅଗ୍ନିକାଣ୍ଡ ଘଟିଛି। କୋଠଘର ପାଖରେ ପାଳଗଦା ଥିଲା। କୌଣସି କାରଣରୁ ପାଳଗଦାରେ…

7 years ago

କେନ୍ଦୁଝର ସଦରଥାନା ଅଞ୍ଚଳରେ ଟ୍ରକ୍‌-ହାଇଓ୍ବା ଦୁର୍ଘଟଣା: ଜଣେ ମୃତ

କେନ୍ଦୁଝର:୬।୭ (ସ୍ବ.ପ୍ର.): କେନ୍ଦୁଝର ସଦରଥାନା ଅନ୍ତର୍ଗତ ବାଲିଆ ଗୋଡ଼ା ଛକ ନିକଟରେ ଶନିବାର ସକାଳ ପ୍ରାୟ ୬ଟାରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ ବୋଝେଇ ଟ୍ରକ(ଓଡି-୦୪-ଏଚ୪୩୧୩)…

7 years ago

ଢେଙ୍କାନାଳ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା : ୧୦୮ ହାଇସ୍କୁଲରେ ନାହାନ୍ତି ପ୍ରଧାନ ଶିକ୍ଷକ

ଢେଙ୍କାନାଳ ଅଫିସ, ୬।୭ - ଢେଙ୍କାନାଳ ଜିଲାରେ ଶିକ୍ଷା ବ୍ୟବସ୍ଥା ରସାତଳଗାମୀ ହେବାରେ ଲାଗିଛି। ଭିତ୍ତିଭୂମି ଥିବା ସତ୍ତ୍ୱେ ଶିକ୍ଷକ ଅଭାବ ଏବେ ଶିକ୍ଷା ପ୍ରଗତିରେ ସାଜିଛି…

7 years ago

ଢେଙ୍କାନାଳରେ ହିମାଚଳ ପ୍ରଦେଶ ଅଧିକାରୀ: ଛତୁ ଫାର୍ମ ବୁଲିଲେ, ଚାଷୀଙ୍କୁ ଉତ୍ସାହିତ କଲେ

ଢେଙ୍କାନାଳ ଅଫିସ, ୬ା୭ - ହିମାଚଳ ପ୍ରଦେଶ ସୋଲାନ ଛତୁ ଗବେଷଣା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବେଦ ପ୍ରକାଶ ଶର୍ମା ଶୁକ୍ରବାର ଢେଙ୍କାନାଳ ଜିଲାରେ ଛତୁ ଚାଷ…

7 years ago

ଜୁନ୍‌ରେ ହୋଇଛି କମ୍‌ ବର୍ଷା : ଚିନ୍ତାରେ ତାଳଚେର କୃଷି ଜିଲା ଚାଷୀ

ତାଳଚେର, ୬ା୭(ନି.ପ୍ର.)- ତାଳଚେର କୃଷି ଜିଲାରେ ଚଳିତବର୍ଷ ୫୮,୩୬୪ ହେକ୍ଟର ଜମିରେ ଖରିଫ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ହେଲେ ଅନିୟମିତ ବର୍ଷା ଏବେଠାରୁ ଚାଷୀଙ୍କୁ…

7 years ago