ବ୍ରହ୍ମପୁର ଅଫିସ,୨୮ା୫-ଆସିକା କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାକୁ ଇତି ମଧ୍ୟରେ ୫ ଦିନ ବିତିଛି । ପୋଲିସ ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ…
ବ୍ରହ୍ମପୁର ଅଫିସ,୨୮ା୫-ବ୍ରହ୍ମପୁରକୁ ପଲିଥିନ ପ୍ଲାଷ୍ଟିକ ମୁକ୍ତ ସହରରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଚଢାଉ ଜାରି ରହିଛି ା ସୋମବାର ସନ୍ଧ୍ୟାରେ ପୁଣି…
ବ୍ରହ୍ମପୁର ଅଫିସ୍,୨୮ା୫-କେ.ସି. ପବ୍ଲିକ ସ୍କୁଲ ବିରୋଧରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ମାନବ ଅଧିକାର ସୁରକ୍ଷା ମଞ୍ଚର ସୋମବାର ୯୦ତମ ଘଣ୍ଟଯାତ୍ରା ଅବସରରେ ଏହି ପ୍ରସଙ୍ଗକୁ…
ସୋର, ୨୮ା୫(ଡି.ଏନ.ଏ.)-ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ କମରପୁର ଗ୍ରାମର ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ସୋର ପୋଲିସ ରବିବାର ଜଣେ ବ୍ୟବସାୟୀ ଭଦ୍ରକରୁ ଗିରଫ କରିଛି। ଏହି ଗ୍ରାମର ସୁରେଶ…
ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା, ରୋଷଣିରେ…
ପଦ୍ମପୁର, ୨୮।୫ (ଡି.ଏନ୍.ଏ.)ପଲିଥିନ୍ର ବିଷବଳୟ ମଧ୍ୟରେ ପଦ୍ମପୁର ସହର। କାଟୁ କରୁନି ସରକାରଙ୍କ କଟକଣା। ପ୍ରଦୁଷିତ ହେଉଛି ପରିବେଶ। ଛୋଟ ଚା’ ଦୋକାନଠାରୁ ଆରମ୍ଭ କରି ବଡ…
କେସିଙ୍ଗା, ୨୮।୫ (ଡି.ଏନ୍.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା ବିପଦ…
ବରଗଡ଼ ଅଫିସ୍,୨୮।୫-ବରଗଡ଼ ଜିଲା ବରଡୋଲ ପଁଚେତ ଅଧୀନ ପିପିଲିପାଲି ବନ୍ଧପାଲି ଗଁ।ର ରାଜେଶ ରାଓ। ସେ ଝନେ ନିହାତି ଗରିବ୍, କୁଲି ମଜୁରି କରି ନିଜର କୁଟୁମ…
ଶଙ୍କରାଖୋଲ,୨୭।୫(ଡି.ଏନ୍.ଏ.)- ଟିକାବାଲି ଥାନା ଟୁଡୁବାଲି ଗ୍ରାମର ବେଆଇନ୍ ବିଦେଶୀ ମଦ ବିକ୍ରି ଅଭିଯୋଗରେ ଫେରାର୍ ଥିବା ଅଭିଯୁକ୍ତଙ୍କୁ ସୋମବାର ପୋଲିସ କୋର୍ଟଚାଲାଣ କରିଛି। ସେ ହେଲେ ଅରକ୍ଷିତ…
କ.ନୂଆଗଁ।,୨୭।୫(ଡି.ଏନ୍.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ…