ଆମ ଜିଲା ଖବର

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ…

7 years ago

ଦାଦନ ଖଟିବାକୁ ଯାଇ ଜୁଆଙ୍ଗ ଯୁବକଙ୍କ ଜୀବନ ଗଲା : ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୨୫ା୫(ସ୍ବ.ପ୍ର.): ଜିଲାରେ କାମଧନ୍ଦା ମିଳୁ ନ ଥିବାରୁ ଜୁଆଙ୍ଗ ଓ ଭୂୟାଁ ପୀଢ଼ ଅଞ୍ଚଳର ବହୁ ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ନାନା ହଇରାଣ…

7 years ago

ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର

ଜୟପୁର, ୨୫।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ…

7 years ago

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୪ ମଇଁଷି ମୃତ, ଚାଷୀଙ୍କୁ ୪ କ୍ଷତିପୂରଣ ଦେବାକୁ ଦାବି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବାହୁଦା ନଦୀପଠାରେ ଓହଳି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ଶନିବାର ୪ ମଇଁଷିଙ୍କ ମୃତ୍ୟୁ ଘଟିଛି।…

7 years ago

ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ…

7 years ago

ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ

ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ ସଂପୃକ୍ତ…

7 years ago

ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ

ତିହିଡ଼ି,୨୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ…

7 years ago

ଆସନ୍ତା ୩୧ ପର୍ଯ୍ୟନ୍ତ କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ବାତିଲ

କେନ୍ଦୁଝର,୨୫।୫(ସ୍ବ.ପ୍ର.): ରେଳପଥ ଦୋହରିକରଣ ଲାଗି କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର ଟ୍ରେନ୍‌କୁ ଶନିବାରଠାରୁ ବାତିଲ କରାଯାଇଛି। ଏଥିସହ ଭୁବନେଶ୍ୱରରୁ କେନ୍ଦୁଝର ଫାଷ୍ଟ ପାସେଞ୍ଜର ଟ୍ରେନ୍‌ ମଧ୍ୟ ବାତିଲ ହୋଇଥିବା…

7 years ago

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ…

7 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗାଇଚରାଳିଙ୍କ ମୃତ୍ୟୁ

କେସିଙ୍ଗା, ୨୫।୫: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ସକାଳେ ଜଣେ ଗାଇଚରାଳିଙ୍କ ମୃତ୍ୟୁ ଘଟିଛି। ସେ…

7 years ago