ପାଇକମାଳ, ୨୫ା୫ ( ଡି.ଏନ୍.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍ସି ଗୁଟେ…
ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ଲୁକ୍କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ…
ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି…
ଦିଗପହଣ୍ଡି,୨୫ା୫(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଶୁକ୍ରବାର ୨ଭାଇଙ୍କ ଖଣ୍ଡାଚୋଟରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଏନ. କୃଷ୍ଣମୂର୍ତ୍ତି ରେଡ୍ଡୀ। କୃଷ୍ଣମୂର୍ତ୍ତି ଗାଁ ପୋଖରୀରୁ…
ଗୋପାଳପୁର,୨୫ା୫- ଗୋପାଳପୁର ଥାନା ବଡ଼ଗୁମୁଳା ଗ୍ରାମରେ ଏପ୍ରିଲ ୨୦ ତାରିଖ ସନ୍ଧ୍ୟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସୁଶାନ୍ତ ସାହୁଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ମୁଖ୍ୟ…
ଆସିକା,୨୫ା୫(ଡି.ଏନ୍.ଏ.)- ସାଧାରଣ ନିର୍ବାଚନ ଭୋଟ ଗଣତି ପୂର୍ବ ରାତିରେ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଗୁଳିମାଡ଼ରେ ଗୁରୁତର ଆହତ ହୋଇଥିବା ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନାଙ୍କ…
ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି ।…
କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ…
ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ…
ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ…