ପରଜଙ୍ଗ,୨୯।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥ (ଏନ୍ଏଚ୍)ର ଭେଜିଆ ଛକ ନିକଟରେ ଦୀର୍ଘ ଦୁଇମାସ ହେବ ସନ୍ଧ୍ୟା…
ପରଜଙ୍ଗ,୨୯।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ପରମହଂସପୁର ଛକ ନିକଟରେ ଥିବା ଉମାଶଙ୍କର ଢାବାରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ…
ଢେଙ୍କିକୋଟ,୨୯।୬(ଡି.ଏନ୍.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ…
ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ ନଗରର…
ଭଦ୍ରକ ଅଫିସ,୨୯।୬: ଶିଆଳ କାମୁଡ଼ାରେ ଶନିବାର ଜଣେ ଚାରି ମାସର ଶିଶୁପୁତ୍ର ଗୁରୁତର ହୋଇଛି। ସେ ହେଲେ ବାସୁଦେବପୁର ପୌରପାଳିକା ବାଲିନଗର ଗ୍ରାମର ବଳରାମ ଗିରୀଙ୍କ ପୁଅ…
ଭୁବନ,୨୯।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଏନ୍ଏସି କାର୍ଯ୍ୟାଳୟ ପଛପଟେ ଥିବା ଏକ ଖତ ଖାଲରେ ଭର୍ତ୍ତି ହୋଇଥିବା ପାଣିରେ ବୁଡ଼ିଯାଇ ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତଶିଶୁ ହେଲେ…
ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର…
ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ…
କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍କୋଇ ବସ୍ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର…
କାମାକ୍ଷାନଗର,୨୯।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଙ୍କିଆ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ…