ଆମ ଜିଲା ଖବର

ଆଗରପଡ଼ାରେ ଗଁ।ମୁହଁ। ହାତୀ

ବନ୍ତ, ୨୯।୬ (ସ୍ବ.ପ୍ର.) - ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଏକ ମାସରୁ ଊର୍ଦ୍ଧ୍ୱ ହେବ କେନ୍ଦୁଝର ଜିଲା ହଦଗଡ…

7 years ago

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ…

7 years ago

ତୋରାଣିପଦାରୁ ଜବରଦଖଲ ଉଚ୍ଛେଦ

ଖଇରା, ୨୯।୬(ଡି.ଏନ.ଏ.)-ଖଇରା ତହସିଲ ଓ ପୋଲିସର ମିଳିତ ସହଯୋଗରେ ଖଇରା ବ୍ଲକ ତୋରାଣିପଦା ଗ୍ରାମରୁ ଶୁକ୍ରବାର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖଇରା…

7 years ago

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା ହେଲେ…

7 years ago

ପ୍ରତିଶ୍ରୁତିରେ ଦିନ ଗଡାଉଛନ୍ତି ଖଣି କର୍ତ୍ତୃପକ୍ଷ, ପ୍ରଶାସନ:ଖଣିବନ୍ଦ ଆନ୍ଦୋଳନରେ ଜରଡାବାସୀ

କଣିହାଁ, ୨୯ା୬ (ଡି.ଏନ.ଏ.)ବାରମ୍ବାର ଦାବି ଆନ୍ଦୋଳନ ସତ୍ତ୍ୱେ ପ୍ରଶାସନ ଏବଂ ଖଣି କର୍ତ୍ତୃପକ୍ଷ ସେମାନଙ୍କ ଅଧିକାରକୁ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି କଣିହାଁ ବ୍ଲକ ଜରଡା ଗ୍ରାମବାସୀ।…

7 years ago

୮ରେ ମା’ ହିଙ୍ଗୁଳାଙ୍କ ରତ୍ନମୁଦ ଉତ୍ସବ:ଏକ ଲକ୍ଷ ଭକ୍ତଙ୍କ ହେବ ସମାଗମ

ତାଳଚେର,୨୯ା୬(ନି.ପ୍ର.) ଆଗାମୀ ଜୁଲାଇ ୮ ହେରା ପଞ୍ଚମୀ ଦିନ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବନିର୍ମିତ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହେବ। ଏହି…

7 years ago

ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ…

7 years ago

ଆଏଜ୍‌ ବି ଘନାପେଡା ତେଲର ଚାହିଦା ଅଛେ

ଭବାନୀପାଟଣା, ୨୯ା୬ (ଡି.ଏନ୍‌.ଏ) : ମନୁଷ୍‌ ସମାଜର ବିକାଶ ସଂଗେ ଫିଦିନିଅଁ। ଚଲନିରେ ତେଲର ଉପକାରିତାକେ ସେ ଅନୁଭବ କରିଛେ। ଭିନେ ଭିନେ କିସମର ତୈଳବୀଜ ଚିନ୍‌ହଁଟ…

7 years ago

ଚେତି ଶୁଇଛେ ପରଶାସନ:ଗଁ। ବାସୀକୁ ଘାରୁଛେ କିଡ଼୍‌ନୀ ରୋଗ୍‌ ଭଏ

ଗଣ୍ଡତୁରୁମ, ୨୯।୬ (ଡି.ଏନ୍‌.ଏ): ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍‌ ଟିହିକିପାଲି ଗଁ। ରେ କିଡ଼୍‌ନୀ ରୁଗୀକଁର ସଂଖ୍ୟା ଦିନୁଦିନ୍‌କେ ବଢ଼ବାରେ ଲାଗିଛେ। ଗଲା ୩ ବଛର ଭିତରେ…

7 years ago

ବିଲେଇ ଛୁଆକୁ ନେଇ ମାରପିଟ୍‌, ୫ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୨୮ା୬(ଡି.ଏନ.ଏ.)-`ଆଙ୍କୁଶପୁର ସଦର ଥାନା ଦକ୍ଷିଣପୁର ପଞ୍ଚାୟତ କାଳୁଆ ମନ୍ଦିର ସାହିରେ ଗୋଟିଏ ବିଲେଇ ଛୁଆକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଉଭୟଙ୍କ ଅଭିଯୋଗ କ୍ରମେ…

7 years ago