ଆମ ଜିଲା ଖବର

ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ ଦୁଇବର୍ଷ…

7 years ago

ଦ୍ରୁତ ଗତିରେ ଚାଲିଛି ବାଲିଗୁଡ଼ା ରଥକାମ

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): ରଥଯାତ୍ରା ଉପଲକ୍ଷେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥ ନିର୍ମାଣ କାର୍ଯ୍ୟ ଜଗନ୍ନାଥ ମନ୍ଦିର ନିକଟ ଜଗନ୍ନାଥ ମାର୍କେଟ…

7 years ago

ଜମୁର୍ଡା ଗୁଳିକାଣ୍ଡ ରହସ୍ୟ ଉନ୍ମୋଚିତ: ଡକାୟତି ପାଇଁ ହତ୍ୟା, ତାନ୍ତ୍ରିକ ବାବା ସମ୍ପୃକ୍ତ

ବରଗଡ଼ ଅଫିସ, ୨୯।୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଗତ ୯ ତାରିଖ ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ…

7 years ago

ବିଳମ୍ବିତ ରାତିରେ ଏନ୍‌ଏଚ୍‌ରୁ ଚାନ୍ଦା ଆଦାୟ: ବ୍ଲକ କଂଗ୍ରେସ ସଭାପତି କୋର୍ଟଚାଲାଣ, ଆମ୍ବୁଲାନ୍ସ ଜବତ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ଭେଜିଆ ଛକ ନିକଟରେ ଦୀର୍ଘ ଦୁଇମାସ ହେବ ସନ୍ଧ୍ୟା…

7 years ago

ଢାବାରୁ ବିଦେଶୀ ମଦ ଜବତ, ୨ କୋର୍ଟ ଚାଲାଣ

ପରଜଙ୍ଗ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ପରମହଂସପୁର ଛକ ନିକଟରେ ଥିବା ଉମାଶଙ୍କର ଢାବାରେ ଶୁକ୍ରବାର ରାତିରେ ପୋଲିସ ଚଢ଼ାଉ…

7 years ago

ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍‌, ଜାଣିବା ପରେ ସଜ୍ଞାହୀନ ହେଲେ ବ୍ୟବସାୟୀଙ୍କ ସହଯୋଗୀ

ଢେଙ୍କିକୋଟ,୨୯।୬(ଡି.ଏନ୍‌.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ…

7 years ago

ପରିବା କିଣିବାକୁ ଆସି ହାଇଓ୍ବା ତଳେ ଜୀବନ ଗଲା

ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍‌ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ ନଗରର…

7 years ago

ଶୋଇଥିବା ବେଳେ ମସାରି ସହ ଶିଶୁପୁତ୍ରକୁ କାମୁଡ଼ି ନେଲା ଶିଆଳ: ଗୁରୁତର ଅବସ୍ଥାରେ ଉଦ୍ଧାର, ଭଦ୍ରକ ମେଡିକାଲରେ ଚାଲିଛି ଚିକିତ୍ସା

ଭଦ୍ରକ ଅଫିସ,୨୯।୬: ଶିଆଳ କାମୁଡ଼ାରେ ଶନିବାର ଜଣେ ଚାରି ମାସର ଶିଶୁପୁତ୍ର ଗୁରୁତର ହୋଇଛି। ସେ ହେଲେ ବାସୁଦେବପୁର ପୌରପାଳିକା ବାଲିନଗର ଗ୍ରାମର ବଳରାମ ଗିରୀଙ୍କ ପୁଅ…

7 years ago

ଖେଳୁଥିବା ବେଳେ ଖାଲରେ ବୁଡ଼ି ଯାଇ ଶିଶୁପୁତ୍ର ମୃତ

ଭୁବନ,୨୯।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଏନ୍‌ଏସି କାର୍ଯ୍ୟାଳୟ ପଛପଟେ ଥିବା ଏକ ଖତ ଖାଲରେ ଭର୍ତ୍ତି ହୋଇଥିବା ପାଣିରେ ବୁଡ଼ିଯାଇ ଜଣେ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତଶିଶୁ ହେଲେ…

7 years ago

ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍‌ପେଣ୍ଡ; ଇନ୍‌ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍‌.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର…

7 years ago