କେନ୍ଦୁଝର, ୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ୪୯ନଂ. ଜାତୀୟ ରାଜପଥର ତେଲ୍କୋଇ ବସ୍ଷ୍ଟାଣ୍ଡ ନିକଟରେ ଶନିବାର ଏକ ଟ୍ରକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଟପୁରର…
କାମାକ୍ଷାନଗର,୨୯।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଙ୍କିଆ ନିକଟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ…
ଛେଣ୍ଡିପଦା,୨୯।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଶୁକ୍ରବାର ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଲୋକଲଜ୍ଜା ଭୟରେ ଘରେ କେହି ନ ଥିବା ବେଳେ…
ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି। ଫଳସ୍ବରୂପ…
ବ୍ରହ୍ମପୁର ଅଫିସ,୨୯ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ତଥା ମଦ ବ୍ୟବସାୟୀ ମନୋଜ ଜେନାଙ୍କୁ ଗୁଳିକରି ହତ୍ୟା ଘଟଣାରେ ବ୍ରହ୍ମପୁର ପୋଲିସ ଶୁକ୍ରବାର ମୁଖ୍ୟ ଅଭିଯୁକ୍ତଙ୍କୁ…
ବ୍ରହ୍ମପୁର ଅଫିସ,୨୯ା୬-ବ୍ରହ୍ମପୁର ପୋଲିସ ଜିଲାର ୨୫ରୁ ଊର୍ଦ୍ଧ୍ୱ ସଙ୍ଗିନ ମାମଲାରେ ଜଡ଼ିତ ଥିବା ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ବେହେରାଙ୍କ ନଁ। ରେ ପୋଲିସ ଏନ୍ଏସ୍ଏ(ନ୍ୟାଶନାଲ ସିକ୍ୟୁରିଟି ଆକ୍ଟ)…
ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ ଏକାକୀ…
ଛତ୍ରପୁର,୨୯।୬(ଡି.ଏନ.ଏ.)-ଛତ୍ରପୁରସ୍ଥିତ ସର୍ବଶିକ୍ଷା ଅଭିଯାନ ସମ୍ମିଳନୀ କକ୍ଷରେ ଶୁକ୍ରବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଜିଲା ଶିଶୁ ସୁରକ୍ଷା ସମିତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ…
ଆସିକା,୨୯ା୬ (ଡି.ଏନ୍.ଏ.) -ଆସିକା ସମବାୟ ଚିନିଶିଳ୍ପ କର୍ମଚାରୀ ସଂଘର ସାଧାରଣ ସଭା ଶୁକ୍ରବାର ଚିନିଶିଳ୍ପ ପରିସରରେ ଏଆଇଟିୟୁସି ନେତା ବିଦେଶୀ ନାହାକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସଭାରେ…
ବ୍ରହ୍ମପୁର ଅଫିସ,୨୯ା୬-କେସି ହାଇସ୍କୁଲ ପରିସରରେ ଚାଲିଥିବା ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ଉଚ୍ଛେଦ ଦାବି ଏବେ ଜୋର ଧରିଛି ା ସାମାଜିକ ଅନୁଷ୍ଠାନ ସଂସ୍କାରବାଦୀ ପକ୍ଷରୁ ଜିଲା…