କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା ଜଙ୍ଗଲରେ…
ପୁରୁଷୋତ୍ତମପୁର,୨୫।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଧୋବାଡି ପାଟପୁର ଗ୍ରାମରେ ମଙ୍ଗଳବାର ଜଣେ ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ ସେହି ଗ୍ରାମର କୃଷ୍ଣ…
ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍ ଲାଇନ୍ ମରାମତି କରୁଥିବା…
ଭବାନୀପାଟଣା,୨୫।୬(ଡି.ଏନ୍.ଏ): ଅହେତୁକ ଫି ବୃଦ୍ଧି, ବିଦ୍ୟାଳୟ ମୌଳିକ ଭିତ୍ତିଭୂମିର ବିକାଶ ନେଇ ଭବାନୀପାଟଣାର ବିମଳା କନ୍ଭେଣ୍ଟ ସ୍କୁଲର ପରିଚାଳନା କମିଟି ଓ ଅଭିଭାବକମାନଙ୍କ ମଧ୍ୟରେ ଚାଲିଆସିଥିବା ଦୀର୍ଘ…
ଭବାନୀପାଟଣା,୨୫।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଜିଲା ଓକିଲ ସଂଘ ବିଗତ ସାତ ବର୍ଷ ହେଲା ଆନ୍ଦୋଳନ ଚଳାଇଆସିଛି। ଏ ନେଇ ମଙ୍ଗଳବାର କଳାହାଣ୍ଡି…
ଯୋଡ଼ା,୨୫।୬(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ଲଜ୍ଜା। ଜଣେ ନାବାଳିକାକୁ ଗଣବଳତ୍କାର କରାଯାଇଥିବା ଜଣାପଡ଼ିଛି। ଯୋଡ଼ା ଲକ୍ଷ୍ମୀ ପଡ଼ିଆଠାରେ ସୋମବାର ରାତିରେ ନାବାଳିକା ତାଙ୍କ ପ୍ରେମିକଙ୍କ ସହିତ…
ଆଳି, ୨୫।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏଏସ୍ଆଇ ରଣେନ୍ଦ୍ର ସାମଲ ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ମାମଲାରେ ଅଭିଯୁକ୍ତଙ୍କୁ ସହାୟତା…
ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପୁଟୁଳିଆ ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଜଣେ ବ୍ୟକ୍ତି ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧୁଥିବା ସମୟରେ କରେଣ୍ଟଲାଗି ଗୁରୁତର…
ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍ କ୍ରିକେଟ୍ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ ରାଉରକେଲା…
ଡେରାବିଶ, ୨୫ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ବାରିମୂଳ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ମଙ୍ଗଳବାର ସକାଳେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ…