ଆମ ଜିଲା ଖବର

ଉଦଳା ଜଳସେଚନ ବିଭାଗ ସହକାରୀ ନିର୍ବାହ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଉଦଳା, ୨୫।୬(ଡି.ଏନ୍‌.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲା ଉଦଳା କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳକଣ୍ଠ ପାଢ଼ୀଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ…

7 years ago

୭ମ ଥର ପାଇଁ ଅଣ୍ଡା ଦେଲା ‘ଗୋରୀ’

ରାଜନଗର,୨୫ା୬(ଡି.ଏନ୍‌.ଏ.)- କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଡାଙ୍ଗମାଳ ବଉଳା କୁମ୍ଭୀର ସଂରକ୍ଷଣ କେନ୍ଦ୍ରରେ ବସବାସ କରୁଥିବା ୪୫ ବର୍ଷୀୟ ଶଙ୍ଖୁଆ ବଉଳା…

7 years ago

୬ ଅନାଥ ଭଉଣୀଭାଇ ନିରାଶ୍ରୟ

କେନ୍ଦୁଝର,୨୫ା୬ (ସ୍ବ.ପ୍ର.)-ଅନାଥ ହୋଇପଡ଼ିଛନ୍ତି ୬ ଭାଇଭଉଣୀ। ସରକାର ଶିଶୁ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ଶିଶୁମାନେ ସବୁ ପ୍ରକାର ଯୋଜନାରୁ ବଞ୍ଚିତ ହୋଇପଡ଼ିଛନ୍ତି। ଭାଗ୍ୟର…

7 years ago

ଚାହିଦା ଥିଲେ ବି ଅଲୋଡ଼ା

କେନ୍ଦୁଝର, ୨୫ା୬ (ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ଅନେକ ବନବାସୀ ଆଜି ବି ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରି ଚଳୁଛନ୍ତି। ସେମାନେ ବିଭିନ୍ନ ଋତୁକାଳୀନ ଫଳ…

7 years ago

ଯୁକ୍ତ ୩ ପଦାର୍ଥ ବିଜ୍ଞାନ ସେମିଷ୍ଟର ଫଳାଫଳକୁ ନେଇ ଅସନ୍ତୋଷ : ୧୬ ଛାତ୍ରୀଙ୍କ ମଧ୍ୟରୁ ୧୫ ଫେଲ

କେନ୍ଦ୍ରାପଡା ଅଫିସ, ୨୫ା୬- ପଦାର୍ଥ ବିଜ୍ଞାନର ୪ଟି ସେମିଷ୍ଟର ପରୀକ୍ଷାରେ ୭୦ରୁ ଊର୍ଦ୍ଧ୍ୱ ନମ୍ବର ରଖିଥିବା ୧୫ ଜଣ ଛାତ୍ରୀ ପଞ୍ଚମ ସେମିଷ୍ଟର ପରୀକ୍ଷାରେ ଫେଲ ହୋଇଯାଇଛନ୍ତି…

7 years ago

ଛୋଟ ପ୍ରୟାସ ସୃଷ୍ଟି କଲା ଆଦର୍ଶ ପ୍ରୟାସ

ପାରାଦୀପ,୨୫ା୬(ସ୍ବ.ପ୍ର.): କର୍ମମୟ ଜୀବନରୁ ସମୟ ମିଳିଲେ ଜମୁଥିଲା ଖଟି। ହେଲେ ହଠାତ୍‌ ବଦଳିଗଲା ଜୀବନର ରାସ୍ତା। ଦୁର୍ଘଟଣାରେ ଗୁରୁତର ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆଶୁ ଚିକିତ୍ସା…

7 years ago

କେନାଲ ଅବରୋଧ କରି ଗୃହ ନିର୍ମାଣ : ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ…

7 years ago

ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ ଧରି…

7 years ago

ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ ବିରୋଧ:ପ୍ରଥମ ସ୍ତ୍ରୀ କହି ଧାରଣା

କାମାକ୍ଷାନଗର, ୨୫ା୬(ଡି.ଏନ.ଏ.)ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ କଲିକତାରୁ ଆସିଥିବା ଜନୈକା ମହିଳା ରବିବାର ରାତିରୁ ଧାରଣାରେ ବସିଥିବା ଦେଖିବାକୁ ମିଳିଥିଲା।…

7 years ago

ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀ

କଣିହାଁ/ ବଇଣ୍ଡା,୨୫।୬ (ଡି.ଏନ.ଏ.)ଅନୁଗୋଳ ଜିଲାର କଣିହାଁ ବନାଞ୍ଚଳ ଓ ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ ଲାଗି ରହିଛି। କଣିହଁ। ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନର ବଜ୍ରକୋଟ…

7 years ago