ଆମ ଜିଲା ଖବର

ମାନସିକ ବିକାରଗ୍ରସ୍ତ ଭଉଣୀଭାଇଙ୍କୁ ସହାୟତା

ଅନୁଗୋଳ ଅଫିସ, ୧୫।୫- ଅନୁଗୋଳ ପୌରପାଳିକା ୧୬ ନମ୍ବର ଓ୍ବାର୍ଡ  ସୌଭାଗ୍ୟନଗରର ମାନସିକ ବିକାରଗସ୍ତ ସରୋଜିନୀ ଓ ଭାଇ ପ୍ରଫୁଲ୍ଲ ବେହେରାଙ୍କୁ ଥଇଥାନ କରିବାକୁ ପ୍ରଶାସନ ଉଦ୍ୟମ…

7 years ago

ବାତ୍ୟାଞ୍ଚଳ ବୁଲିଲେ କୃଷକ ମୋର୍ଚ୍ଚା ପ୍ରତିନିଧି: ‘କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦିଅ’

ଢେଙ୍କାନାଳ ଅଫିସ, ୧୫।୫- ବାତ୍ୟା ‘ଫନୀ’ ପ୍ରଭାବରେ ଢେଙ୍କାନାଳ ଜିଲାର ଆମ୍ବ, କାଜୁ, ପରିବା ଚାଷ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ସରକାରୀସ୍ତରରେ କ୍ଷୟକ୍ଷତି ଆକଳନ…

7 years ago

ବିଦ୍ୟୁତ୍‌ ବିଭ୍ରାଟରେ ହନ୍ତସନ୍ତ ତାଳଚେରବାସୀ: ସହରରେ ୧୦ ଘଣ୍ଟା ରହୁନି ବିଜୁଳି

ତାଳଚେର, ୧୫ା୫(ନି.ପ୍ର.)- ତତଲା ତାଓ୍ବାରେ ତାଳଚେର। ଡହ ଡହ ଖରାରେ ଡହଳବିକଳ ହେଉଛନ୍ତି ଲୋକେ। ପ୍ରତ୍ୟେକ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାରୁ ପ୍ରବଳ ଗ୍ରୀଷ୍ମ…

7 years ago

ପାଣି ଚିନ୍ତାରେ ପୌରାଞ୍ଚଳବାସୀ: ଶିଳ୍ପ ଶୋଷୁଛି, ପିଇବାକୁ ମିଳୁନି

ଢେଙ୍କାନାଳ ଅଫିସ,୧୫।୫- ଶିଳ୍ପରେ ସମୃଦ୍ଧ। ପାଣ୍ଠିର ଅଭାବ ନାହିଁ। ତଥାପି ବିଶୁଦ୍ଧ ପାଣି ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି ଢେଙ୍କାନାଳ ସହରବାସୀ। ପାନୀୟ ଜଳର ବୃହତ୍ତମ ସାଧନ…

7 years ago

ବାତ୍ୟାରେ ଉଜୁଡ଼ିଲା କାଜୁ ବଗିଚା

ଢେଙ୍କାନାଳ ଅଫିସ, ୧୫।୫- ଢେଙ୍କାନାଳ ଜିଲାର କାଜୁ ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଇଛି ସାମୁଦ୍ରିକ ବାତ୍ୟା ‘ଫନୀ’। ଫସଲ ହରାଇ ଚାଷୀମାନେ ଏବେ ମୁଣ୍ଡରେ ହାତଦେଇ ବସିଥିବାବେଳେ କ୍ଷତିଗ୍ରସ୍ତଙ୍କୁ…

7 years ago

ଉତ୍କଟ ଜଳ ସଙ୍କଟରେ କନ୍ୟାବେଡାବାସୀ: ୨ ବର୍ଷ ହେଲା ପାଣି ଯୋଗାଣ ବନ୍ଦ

ବଅଁରପାଳ, ୧୫।୫ (ଡି.ଏନ୍‌.ଏ.)- ଉତ୍କଟ ପାନୀୟ ଜଳ ସମସ୍ୟାରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକର କନ୍ୟାବେଡା ଗ୍ରାମବାସୀ। ଗ୍ରାମରେ ଥିବା ନଳକୂଅ ଲୋକଙ୍କ ଆବଶ୍ୟକତା ମେଣ୍ଟାଇପାରୁ ନ…

7 years ago

ଖୋଲାକୂଅରୁ ୫ ମୃତ ବାର୍‌ହା ଉଦ୍ଧାର

ବଇଣ୍ଡା,୧୫।୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବାମୁର ରେଞ୍ଜ ଶାହାଜବାହାଳି ଗ୍ରାମର  ଅକ୍ଷୟ ସାହୁଙ୍କ ଖୋଲାକୂଅରୁ  ମଙ୍ଗଳବାର ବାମୁର ବନବିଭାଗ ୫ଟି ବାର୍‌ହାର ମୃତଦେହ ଉଦ୍ଧାର କରିଛି। ଘଟଣାରୁ ଜଣାପଡ଼ିଛି,…

7 years ago

ରାଶନ କାର୍ଡ ହିତାଧିକାରୀଙ୍କୁ ରିଲିଫ

କୃଷ୍ଣପ୍ରସାଦ,୧୫ା୫(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥ ବ୍ରହ୍ମପୁର ପଞ୍ଚାୟତ ଅଧୀନ ଖିରିସାହି ଗ୍ରାମରେ ରାଶନ କାର୍ଡ ହିତାଧିକାରୀଙ୍କୁ ମଙ୍ଗଳବାର ରିଲିଫ ପ୍ରଦାନ କରାଯାଇଛି| ପ୍ରତି କାର୍ଡ ପିଛା ୫୦କେଜି…

7 years ago

ଅସରଳା ଗ୍ରାମରେ ଚୋରି :୬ଲକ୍ଷ ଟଙ୍କା,୯ ଭରି ସୁନା ଲୁଟ୍‌

୧୫ା୫(ଡି.ଏ.ଏନ.)-ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡିସ୍ଥିତ ଅସରଳା ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବଡ ଧରଣର ଚୋରି ହୋଇଯାଇଛି। ଚୋରମାନେ ଗ୍ରାମର ୫ ପରିବାରଙ୍କ ଘରେ ପଶିଥିଲେ…

7 years ago

ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ହେବ ଭୋଟ ଗଣତି

ଛତ୍ରପୁର,୧୫ା୫(ଡି.ଏନ.ଏ)-ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଭୋଟ ଗଣତି ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିା ଜିଲାର ବ୍ରହ୍ମପୁର, ଛତ୍ରପୁର ଓ ଭଞ୍ଜନଗରସ୍ଥିତ…

7 years ago