ଭଦ୍ରକ ଅଫିସ୧୩।୫: ଭଦ୍ରକ ସହର ଉପକଣ୍ଠ ଉଗାଳପୁର ମାଝିସାହିରେ ରବିବାର ମଧ୍ୟାହ୍ନରେ ଭୟାଭୟ ଅଗ୍ନିକାଣ୍ଡ ଘଟି ପଙ୍କଜିନୀ ଟୁଡୁ (୨୨) ନାମ୍ନୀ ଜଣେ ନବବଧୂ ଜୀବନ୍ତଦଗ୍ଧ ହୋଇଛନ୍ତି।…
ଢେଙ୍କାନାଳ ଅଫିସ,୧୩ା୫: ଏଭରେଷ୍ଟର ଉତ୍ତୁଙ୍ଗ ଶିଖରକୁ ଛୁଇଁବାକୁ ଅଦମ୍ୟ ଇଚ୍ଛା ନେଇ ପୁଣିଥରେ ଅଭିଯାନ ଆରମ୍ଭ କରିଛନ୍ତି ଢେଙ୍କାନାଳର ଦୁଃସାହସିକା କ୍ରୀଡ଼ାବିତ୍ କଳ୍ପନା ଦାଶ। ନେପାଳର କାଞ୍ଚତ୍ମାୟା…
ନୂଆଦିଲ୍ଲୀ,୧୩।୫: ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଦେଶର ଟେଲିକମ୍ ଶିଳ୍ପରେ ପରିବର୍ତ୍ତନ ଆଣିବା ପରେ ଏବେ କିରାନା ବା ଖୁଚୁରା ଷ୍ଟୋର କ୍ଷେତ୍ରରେ କ୍ରାନ୍ତି…
ବଅଁରପାଳ, ୧୩ା୫(ଉପେନ୍ଦ୍ର ରାଉତ) : ବେଶୀ ପାଠ ପଢ଼ି ନ ଥିବାରୁ ଚାକିରି ପାଇଁ ଚେଷ୍ଟା କରି ନ ଥିଲେ। ତଥାପି ପରିବାର ପ୍ରତିପୋଷଣ ପାଇଁ କିଛି…
ଢେଙ୍କାନାଳ ଅଫିସ, ୧୩।୫: ଢେଙ୍କାନାଳ ଜିଲା ଲେଖକ ସଂସଦ ଭବନରେ ଶନିବାର ଅପରାହ୍ନ ୫ଟାରେ ଶିକ୍ଷାବିତ୍ ତଥା ସ୍ତମ୍ଭକାର ପ୍ରଫେସର ନିତ୍ୟାନନ୍ଦ ମିଶ୍ରଙ୍କ ୭୭ତମ ଜନ୍ମ ଦିବସ…
ବନ୍ତଳା, ୧୩ା୫(ଡି.ଏନ.ଏ.) ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ଭୁବନପୁର ଗ୍ରାମରେ ଶନିବାର ରାତିରେ ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ତଳଗଡ ଗ୍ରାମର ସଦାନନ୍ଦ ସାହୁଙ୍କ…
ବ୍ରହ୍ମପୁର ଅଫିସ,୧୩ା୫-ବ୍ରହ୍ମପୁର ମହାନଗର ନିଗମରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେଉଛି। ବିଭିନ୍ନ ସମୟରେ ପ୍ରଶାସନିକସ୍ତରରେ ଆଲୋଚନା ହୋଇ ଟ୍ରାଫିକ୍ ସମସ୍ୟା ସୁଧାରିବାକୁ ନିଷ୍ପତ୍ତି ହେଉଥିଲେ…
ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର…
ବୁଗୁଡା,୧୩ା୫(ଡି.ଏନ.ଏ.)-ବୁଗୁଡା ଥାନା ଚିରିକିପଡା ଗ୍ରାମରେ ଜମିବାଡିକୁ କେନ୍ଦ୍ରକରି ଗୋଟିଏ ପରିବାରର ବଡପୁଅର ଆକ୍ରମଣରେ ବାପା ଏବଂ ୩ ଭାଇ ଆହତ ହୋଇଛନ୍ତି। ଆହତମାନେ ହେଲେ ବାପା ରାଘବ…
ଛତ୍ରପୁର,୧୩ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ପୁରୀ ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ଥିବା ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପଗୁଡିକ ସମ୍ପୂଣ୍ଣର୍ର୍ ନଷ୍ଟ ହୋଇଯାଇଛି। ରିଲିଫ୍…