ବ୍ରହ୍ମପୁର ଅଫିସ,୨୧ା୬: ଖରାଛୁଟି ପରେ ଶୁକ୍ରବାର ଖୋଲିଛି ସ୍କୁଲ। ପ୍ରଥମ ଦିନରେ ସ୍କୁଲଗୁଡ଼ିକରେ ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା । ଛାତ୍ରୀଛାତ୍ରମାନେ ନିର୍ଦ୍ଦାରିତ ସମୟରେ ସ୍କୁଲରେ ପହଞ୍ଚତ୍ଥିଲେ।…
ଚିତ୍ରକୋଣ୍ଡା,୨୧ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ୮ମ ବିଏସ୍ଏଫ୍ ବାଟାଲିୟନ ସହାୟତାରେ ସ୍ଥାନୀୟ ମିନି ଷ୍ଟାଡିଅମ ପଡ଼ିଆଠାରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବହୁସଂଖ୍ୟାରେ…
ଭୁବନ,୨୧ା୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ମହିଳା ମହାବିଦ୍ୟାଳୟରେ ଏନ୍ସିସି ପକ୍ଷରୁ ଶୁକ୍ରବାର ୫ମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହି ଯୋଗ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ…
ତାଳଚେର,୨୧ା୬(ନି.ପ୍ର.) : ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦) ଗୁରୁବାରଠାରୁ ନିଖୋଜ ଥଇବାବେଳେ ଶୁକ୍ରବାର ସକାଳେ ତାଙ୍କ ମୃତଦେହକୁ ଶୁକ୍ରବାର…
ବଲାଙ୍ଗୀର ଅଫିସ, ୨୧।୬: ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ଚାଲିଥିବା ୪ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପରିବର୍ଦ୍ଧିତ କରାଯାଇଛି। ଏହି ଆନ୍ଦୋଳନ ଜୁନ୍ ୩୦ତାରିଖ ପର୍ଯ୍ୟନ୍ତ ଚାଲୁ…
ସେମିଳିଗୁଡ଼ା, ୨୧।୬(ସ୍ବ.ପ୍ର.) : ପାଇଖାନା ନିର୍ମାଣ ଅର୍ଥ ଆଣିବା ପାଇଁ କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଳକ କାର୍ଯ୍ୟାଳୟକୁ ଯାଇଥିବା ଜଣେ ଦିବ୍ୟାଙ୍ଗଙ୍କୁ ସ୍ଥାନୀୟ ବିଡିଓ ଅସଭ୍ୟ ଗାଳିଗୁଲଜ…
ନୟାଗଡ଼ ଅଫିସ,୨୧|୬- ପୋଷା ବିଲେଇ ନିଖୋଜ ହୋଇଯିବାରୁ ଜଣେ ମହିଳା ୭ଦିନ ଧରି ଖାଇ ନ ଥିଲେ। ପରେ ଜଣେ କାମବାଲୀ ଉକ୍ତ ବିଲେଇର ସନ୍ଧାନ ଦେଇଥିଲେ।…
ନୟାଗଡ଼ ଅଫିସ,୨୧ା୬- ନୟାଗଡ଼ ବ୍ଲକ ଇଟାମାଟି ବଜାରର ଏକ ଲେଦ୍ (କବାଡ଼ିଆ ଦେକାନ)ରୁ ଚିନିକଳରେ ବ୍ୟବହୃତ ଦୁଇଟି ମୋଟର ଠାବ ହେବା ଘଟଣାର ଦୁଇଦିନ ପରେ ବି…
ଧର୍ମଶାଳା,୨୧|୬(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ଜାଲଶୁଖା…
ଜଗତ୍ସିଂହପୁର ଅଫିସ,୨୧ା୬: ଜଗତ୍ସିଂହପୁର ଥାନା ଅଧୀନ ରମ୍ଭାଦେଈପୁର ପଞ୍ଚାୟତରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ପଞ୍ଚାୟତ ଅନ୍ତର୍ଗତ ନରଣପୁର ଗ୍ରାମର ଜଣଙ୍କର ମୃତ୍ୟୁ…