ଆମ ଜିଲା ଖବର

ପଲିଥିନ୍‌ ବଣ୍ଟନରେ ଅନିୟମିତତା : ତହସିଲ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୨୦ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଶାନ୍ତପୁର ପଞ୍ଚାୟତରେ ଫନି ବାତ୍ୟା କ୍ଷତିଗ୍ରସ୍ତକୁ ପଲିଥିନ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ…

7 years ago

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ହୋଇଥିବା…

7 years ago

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ଟିଟଲାଗଡ଼,୨୦।୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଟିଟଲାଗଡ଼ ବ୍ଲକ ଅନ୍ତର୍ଗତ ବାଗଡ଼େର ଗାମର ରାସ୍ତାକଡରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର…

7 years ago

ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ…

7 years ago

ଦନ୍ତା ହାତୀ ଆକ୍ରମଣରେ ଜେଜେମା ମୃତ, ନାତୁଣୀ ଗୁରୁତର

ବେତନଟୀ, ୨୦।୬(ଡି.ଏନ୍‌.ଏ): ମୟୁରଭଞ୍ଜ  ଜିଲା ବେତନଟୀ ବନାଞ୍ଚଳ ଅଧିନ ଯୁଗୋଳ ପଞ୍ଚାୟତର ହଳଦୀପଦା ଗଁାରେ ବୁଧବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ୨ ଜଣଙ୍କୁ ଆକ୍ରମଣ କରିଛି।…

7 years ago

ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ

ଛେଣ୍ଡିପଦା,୨୦।୬(ଡି.ଏନ୍‌.ଏ): ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ପାତ୍ରପଡା ଗଁା ନିକଟରେ ଗୁରୁବାର ସକାଳେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ…

7 years ago

ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ

ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍‌, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର…

7 years ago

ବୀର ପୁଅକୁ ଝୁରୁଛି ବଡ଼ସୁଅଁ।ଳ : ଶହୀଦ ଅଜିତ୍‌ଙ୍କୁ ଚାହିଁ ବସିଛନ୍ତି ସଭିଏଁ

କାମାକ୍ଷାନଗର, ୨୦।୬(ଡି.ଏନ୍‌.ଏ.) - ଆତଙ୍କବାଦୀଙ୍କ ସହ ଲଢ଼ି ଶହୀଦ ହୋଇଛନ୍ତି ଅଜିତ୍‌ ସାହୁ। ହଠାତ୍‌ ଏହି ଘଟଣାକୁ ବିଶ୍ୱାସ କରିପାରି ନ ଥିବା ସାଙ୍ଗସାଥୀ, ବନ୍ଧୁବାନ୍ଧବ, ପରିବାର,…

7 years ago

ବିଶ୍ରାମାଗାରରୁ ନବଜାତ ଶିଶୁକନ୍ୟା ଉଦ୍ଧାର : ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଗଲା

ଢେଙ୍କାନାଳ ଅଫିସ,୨୦।୬ - ଢେଙ୍କାନାଳ ଜିଲା ଯୋରନ୍ଦା ନିକଟ ତେରମାଇଲ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ବୁଧବାର ସକାଳ ୫ଟା ୨୦ରେ ଅସହାୟ ଅବସ୍ଥାରେ ପଡ଼ିଥିବା ଏକ ନବଜାତ…

7 years ago

ସତ୍‌ କହେଲେ ଭାରପ୍ରାପ୍ତ ଚିକିତ୍ସା ଅଧ୍‌କାରୀ; ଧରାପଡ଼ଲା ପିଏଚ୍‌ଇଓକଁର ମିଛ୍‌

ଲୋଇସିଂହା,୨୦।୬(ଡି.ଏନ.ଏ)  ସୁଆସ୍‌ତିଅ ସଚେତନତାର ଲାଗି ସରକାର ଲାଖ୍‌ ଲାଖ୍‌ ଟଁକା ପାଏନ୍‌ ମିତାର ଖରଚ୍‌ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀମାନକର ଅବହେଲରୁ ସୁଆସ୍‌ତିଅ ସଚେତନତା କାଯ୍‌କରମ…

7 years ago