ଆମ ଜିଲା ଖବର

ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ

ଭଦ୍ରକ ଅଫିସ, ୧୭।୬ - ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ…

7 years ago

ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ

ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ…

7 years ago

ଦଧିବାମନଜୀଉଙ୍କ ଦେବସ୍ନାନ ନୀତି

ଆନନ୍ଦପୁର,୧୭।୬(ସ୍ବ.ପ୍ର.): ଆନନ୍ଦପୁର ଓ ଘସିପୁରା ଅଞ୍ଚଳରେ ଥିବା ବିଭିନ୍ନ ଜଗନ୍ନାଥ ମନ୍ଦିରରେ ସ୍ନାନପୂର୍ଣ୍ଣିମା ନୀତି ମହା ଆଡମ୍ବରରେ ପାଳନ ହେଉଛି। ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ଆନନ୍ଦପୁରର ଆରାଧ୍ୟ…

7 years ago

ପୁରୁଷୋତ୍ତମପୁରରେ ସ୍ନାନପୂର୍ଣ୍ଣିମା

ପୁରୁଷୋତ୍ତମପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସ୍ନାନପୂର୍ଣ୍ଣିମା ସୋମବାର ପାଳିତ ହେଉଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ସମେତ ଥାନା ଜଗନ୍ନାଥ ମନ୍ଦିର, କନକା…

7 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ…

7 years ago

ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ

ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ…

7 years ago

ଯୁବକଙ୍କୁ ଗଳାକାଟି ହତ୍ୟା: ପୂର୍ବଶତ୍ରୁତା ସନ୍ଦେହ

ବ୍ରହ୍ମପୁର ଅଫିସ,୧୭।୬: ସଦର ଥାନା ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ବୁରୁଡ଼ା ଗ୍ରାମ ନିକଟ ଏକ କେନାଲରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ…

7 years ago

ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ

ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର…

7 years ago

ଜି.ଉଦୟଗିରିରେ ସ୍ନାନପୂର୍ଣ୍ଣିମା: ହାତୀବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଜି.ଉଦୟଗିରି, ୧୭।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଜଗନ୍ନାଥ ମନ୍ଦିରଠାରେ ସୋମବାର ଠାକୁରଙ୍କ ସ୍ନାନପୂର୍ଣ୍ଣିମା ନୀତି ଅନୁଷ୍ଠିତ ହେଉଛି। ସକାଳ ଧୂପ ପରେ ଠାକୁରଙ୍କୁ ପହଣ୍ଡି କରାଯାଇ ସ୍ନାନମଣ୍ଡପକୁ…

7 years ago

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ : ସ୍ବାସ୍ଥ୍ୟସେବା ବ୍ୟାହତ, ସାଧାରଣରେ ଅସନ୍ତୋଷ

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରମାନେ ଭାରତୀୟ ମେଡିକାଲ ଡାକ୍ତର ସଂଘ (ଆଇଏମ୍‌ଏ)ର ଦେଶବ୍ୟାପୀ ଆନ୍ଦୋଳନ ଡାକରାରେ ସାମିଲ ହୋଇଛନ୍ତି। ଫଳରେ ଦିଗପହଣ୍ଡିରେ…

7 years ago